Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନାଟୁଗାଁ ମିଶ୍ରଣ ପର୍ବ ଘଟଣା:ସୋଶିଆଲ ମିଡିଆରେ ବିଜେପି ନେତ୍ରୀଙ୍କ ପୋଷ୍ଟକୁ ନେଇ ଧୂଆଁବାଣ ଚର୍ଚ୍ଚା

Published September 23, 2026 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ବିଜେଡ଼ି ଶିବିର ଛାଡ଼ି ବିଜେପି ଦଳରେ ଯୋଗ ଦେଉଛନ୍ତି ନେତା ଓ କର୍ମୀ। କିନ୍ତୁ ଏହାକୁ ନେଇ ବିଜେପି ଦଳର ନେତ୍ରୀ ନିଜ ସୋଶିଆଲ ମିଡିଆ ପେଜ୍ ରେ ଏକ ହଜାର କର୍ମୀ ଯୋଗ ଦେଇଥିଲେ ବୋଲି ନେତ୍ରୀ ୨୦ଟି ଫଟୋ ଅପଲୋଡ଼ କରିଥିଲେ। ମିଶ୍ରଣର ୬/୭ ଦିନ ପରେ ଫଟୋ ଅପଲୋଡ଼ର ୭ନମ୍ୱର ଫଟୋ ଆଜି ପୁନଃ ଅପଲୋଡ଼ କରାଯାଇ ୫୦ଜଣ କର୍ମୀ ବିଜେପି ମିଶିଥିବା ଲେଖିଥିବା ଦେଖିବାକୁ ମିଳିଛି। ତେବେ ସେହି ମିଶ୍ରଣ ଫଟୋ ପୁଣି ଅନ୍ୟ ପଂଚାୟତର ଥିବା ବେଳେ ନାଟୁଗାଁ ପଞ୍ଚାୟତର ୫୦ ବୋଲି କୁହାଯାଉଛି। ଆଉ ଏକ ଦୃଶ୍ୟ ଦେଖିବାକୁ ମିଳିଛି ଯାହାକି ହାସାସ୍ପଦ କଥା। ଯେଉଁ ମାନେ ୨୦୨୪ ସାଧାରଣ ନିର୍ବାଚନ ବିଜେପିକୁ ଭୋଟ ଦେଇଛନ୍ତି, ସେମାନଙ୍କୁ ବିଜେପିରେ ମିଶୁଥିବା କୁହାଯାଉଛି। ତେବେ ଏଠି କାହାକୁ ବୋକା ବାନଯାଉଛି ବୋଲି ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ନାଟୁଗାଁ ମିଶ୍ରଣ ପର୍ବ ବିଜେପି ନେତାଙ୍କ ମୁଖା ଖୋଲି ଦେଇଛି। ଏଠି ସ୍ଥାନୀୟ ନେତା ମାନେ ନେତ୍ରୀଙ୍କ ମନ ଖୁସ୍ କରିବା ପାଇଁ ଏପରି ମିଶାଉ ଥିବା ଶୁଣିବାକୁ ମିଳୁଛି। ଯାହାକୁ ନେଇ ରାଜନୈତିକ ସମୀକ୍ଷକ ମାନେ ନାପସନ୍ଦ କରିଛନ୍ତି। ସରକାରୀ ଦଳର ନେତ୍ରୀ ହୋଇ ଜନସାଧାରଣଙ୍କୁ ସଠିକ୍ ତଥ୍ୟ ସଦା ସର୍ବଦା ପ୍ରଦାନ କରିବା ହୁଅନ୍ତୁ ବୋଲି ରାଜନୈତିକ ସମୀକ୍ଷକ ମତ ବ୍ୟକ୍ତ କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 23, 2026 September 23, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?