Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଗଭୀର ଅବପାତରେ ଉପୁଡ଼ିଲା ଗଛ, ରାସ୍ତା ଅବରୋଧ:ରାଜସୁନାଖଳା–ରଣପୁର ରାସ୍ତାରେ ଯାତାୟାତ ବାଧା, ବିଦ୍ୟୁତ ସେବା ପ୍ରଭାବିତ

Published September 25, 2026 ଆଞ୍ଚଳିକ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା–ରଣପୁର ମୁଖ୍ୟ ରାସ୍ତାର କୋଟଗଡ଼ ନିକଟରେ ଗଭୀର ଅବପାତର ପ୍ରଭାବରେ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ି ରହିଛି। ଫଳରେ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଆଜି ସକାଳୁ ଗଛଟି ଉପୁଡ଼ି ରାସ୍ତା ଉପରେ ପଡ଼ିଥିବାରୁ ଉଭୟ ପାର୍ଶ୍ୱରୁ ଯାନବାହନ ଚଳାଚଳରେ ସମସ୍ୟା ଦେଖାଦେଇଛି। ଏହାସହ ଗଛ ପଡ଼ିବା ଯୋଗୁଁ ବିଦ୍ୟୁତ ତାର ଓ ଖୁଣ୍ଟି ପ୍ରଭାବିତ ହୋଇଥିବାରୁ ଅଞ୍ଚଳରେ ବିଦ୍ୟୁତ ସେବା ଠପ୍ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଗଛ ହଟାଇ ରାସ୍ତା ସ୍ୱାଭାବିକ କରିବା ସହ ବିଦ୍ୟୁତ ସେବା ଶୀଘ୍ର ପୁନରୁଦ୍ଧାର କରିବାକୁ ସ୍ଥାନୀୟ ଲୋକେ ସମ୍ପୃକ୍ତ ବିଭାଗ ନିକଟରେ ଦାବି କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 25, 2026 September 25, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
ଆଞ୍ଚଳିକ ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ କଷ୍ଟି ଡାକୁଆଙ୍କ ସହିଦ ଦିବସ ପାଳିତ:ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦର୍ଷ ନେତା ଥିଲେ କଷ୍ଟି ଡାକୁଆ

Odisha Lekha October 10, 2026
ଆଞ୍ଚଳିକ ଖବର

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ମୁଖ୍ୟ ଫାଟକରୁ ନାଗସାପ ଉଦ୍ଧାର

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?