Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନବୀନ ନିବାସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

Published August 23, 2025 ରାଜନୀତି
SHARE

ଓଡ଼ିଶା ଲେଖା ଅଫିସ: ନବୀନ ନିବାସରେ ହଠାତ ପହଞ୍ଚିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସକୁ ଯାଇ ଓଡ଼ିଶାର ଲୋକପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଥିବା ଜଣାପଡିଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ସ୍ୱାସ୍ଥ୍ୟଗତ ସଂମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏଭଳି ସୌଜନ୍ୟ ମୂଳକ ସାକ୍ଷାତକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି । ଆଗକୁ ଉପ ରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କାହିଁକି ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ତାହା ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏମିତି କି ଯଦି ମୁଖ୍ୟମନ୍ତ୍ରୀ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ତେବେ ପୂର୍ବତନ ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟ ଗତ ସମସ୍ୟା ପାଇଁ ଅପରେସନ ହେବାକୁ ଯାଇଥିବା ସମୟରେ ଖୋଦ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହିସାବ ଦେବାକୁ ଆସିଥିବା ବେଳେ ପୂର୍ବତନ ସରକାରର ମୁଖିଆ ଲୁଚିଛପି ଫେରାର ହୋଇଯାଇଛନ୍ତି । ତେବେ ଆଜି କାହାକୁ ଭେଟିଲେ ବୋଲି ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି । ନା ଉପ ରାଷ୍ଟ୍ରପତି ନିର୍ବାଚନ ଏନଡିଏ ପ୍ରାର୍ଥୀକୁ ବିଜେଡ଼ି ସମର୍ଥନ ଜଣାଇବାକୁ ନବୀନଙ୍କ ସହ ଆଲୋଚନା କରିବାକୁ ଆସିଥିଲେ ବୋଲି ଚର୍ଚ୍ଚା ହେଉଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 23, 2025 August 23, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?