Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କଂଗ୍ରେସରେ ଯୋଗଦେଲେ ପୂର୍ବତନ ସ୍ୱାଧୀନ ବିଧାୟକ ପ୍ରାର୍ଥୀ କାହ୍ନା: ସାମ୍ବାଦିକ ସମ୍ମିଳନୀରେ ଉଠାଇଲେ ବିଭିନ୍ନ ଜନସମସ୍ୟା

Published September 26, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ଦଶପଲ୍ଲାର ଯୁବ ସାମ୍ବାଦିକ ତଥା ଦଶପଲ୍ଲା ନିର୍ବାଚନମଣ୍ଡଳୀର ପୂର୍ବତନ ସ୍ୱାଧୀନ ବିଧାୟକ ପ୍ରାର୍ଥୀ କାହ୍ନା ନାୟକ କଂଗ୍ରେସ ଦଳରେ ଯୋଗଦାନ କରିଛନ୍ତି। ଏନେଇ ଶନିବାର ଦଶପଲ୍ଲାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ରଞ୍ଜିତ କୁମାର ଦାସ ସୂଚନା ଦେଇଥିଲେ। ଏହି ଅବସରରେ ଦଶପଲ୍ଲା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ବ୍ଲକର କଂଗ୍ରେସ ସଭାପତି, ବରିଷ୍ଠ ପଦାଧିକାରୀ ଓ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ। ସାମ୍ବାଦିକ ସମ୍ମିଳନୀରେ କାହ୍ନା ନାୟକ ଦଶପଲ୍ଲା ଅଞ୍ଚଳର ବିଭିନ୍ନ ଜନସମସ୍ୟା ଉପରେ ଆଲୋକପାତ କରିଥିଲେ। ବିଶେଷକରି ଦଶପଲ୍ଲା ହସ୍ପିଟାଲରେ ଡାକ୍ତର ଅଭାବ, ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ ଏବଂ ଅନ୍ୟାନ୍ୟ ମୌଳିକ ସୁବିଧା ସମ୍ପର୍କିତ ସମସ୍ୟା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। କାହ୍ନା ନାୟକ କହିଥିଲେ, “ସାମ୍ବାଦିକଙ୍କ କାମ କେବଳ ଖବର ପ୍ରକାଶ କରିବାରେ ସୀମିତ ନୁହେଁ। ଲୋକଙ୍କ ସମସ୍ୟାକୁ ସାମ୍ନାକୁ ଆଣିବା ସହ ଏହାର ସମାଧାନ ପାଇଁ ଉଦ୍ୟମ କରିବା ମଧ୍ୟ ଦାୟିତ୍ୱ ଓ କର୍ତ୍ତବ୍ୟ। କଂଗ୍ରେସରେ ଯୋଗଦାନ ପରେ ଦଶପଲ୍ଲା ଅଞ୍ଚଳରେ କାହ୍ନା ନାୟକଙ୍କ ରାଜନୈତିକ ଭୂମିକା କିପରି ରହିବ ଏବଂ ସ୍ଥାନୀୟ ଜନସମସ୍ୟାକୁ ନେଇ ସେ କେଉଁ ପଦକ୍ଷେପ ନେବେ, ତାହା ଉପରେ ଏବେ ରାଜନୈତିକ ମହଲର ନଜର ରହିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 26, 2026 September 26, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?