Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କିଶୋରପ୍ରସାଦ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ବାଇକ ଚାଳକ ମୃତ, ବ୍ୟଙ୍ଗକବି ଆର୍ତ୍ତତ୍ରାଣ ମିଶ୍ର ଗୁରୁତର

Published September 26, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାର ଗଣିଆ ଥାନା ଅନ୍ତର୍ଗତ କିଶୋରପ୍ରସାଦ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛିar। ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ପଛରେ ବାଇକ୍‌ଟି ପିଟିହେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାରେ ବାଇକ୍‌ରେ ଥିବା ସୁଶାନ୍ତ ପୃଷ୍ଟିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣାଶୁଣା ବ୍ୟଙ୍ଗକବି ଆର୍ତ୍ତତ୍ରାଣ ମିଶ୍ର ଗୁରୁତର ଆହତ ହୋଇଛନ୍ତି।ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ସୁଶାନ୍ତ ପୃଷ୍ଟିଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ଆର୍ତ୍ତତ୍ରାଣ ମିଶ୍ରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଖବର ପାଇ ଗଣିଆ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଥାନାକୁ ନେଇଛି। ଏନେଇ ପୁଲିସ ଏକ ମାମଲା ରୁଜୁ କରି ଦୁର୍ଘଟଣାର କାରଣ ସମ୍ପର୍କରେ ଅଧିକ ତଦନ୍ତ ଜାରି ରଖିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 26, 2026 September 26, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସବୁଦିନ ପାଇଁ ଆଖି ବୁଜିଲେ ବ୍ୟଙ୍ଗକବି ଡ଼ ଆର୍ତ୍ତତ୍ରାଣ ମିଶ୍ର:ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ହେଉଥିଲେ ଚିକିତ୍ସା:ଶୋକ ପ୍ରକାଶ କଲେ ଅରୁଣ
ଆଞ୍ଚଳିକ ଖବର
ରିଅଲ ହିରୋ ସାଜିଲେ ପାଇଲଟ୍ ସ୍ମିତ ମଚ୍ଛାର: ମଝି ଆକାଶରେ ବିମାନ ଦୁର୍ଘଟଣା ରୋକିଲେ, ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଦେଶ ବିଦେଶ
ସମର୍ପଣ ବୃଦ୍ଧାଶ୍ରମରେ ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ
ଆଞ୍ଚଳିକ ଖବର
ଆନ୍ତର୍ଜାତିକ ଦାସିଆ ଅଜାଙ୍କ ପାଠାଗାରରେ ତଥ୍ୟ ସଂଗ୍ରହ କଲେ ଗବେଷଣା ଛାତ୍ରଛାତ୍ରୀ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ରାଜ୍ୟ ଖବର

ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ :ପ୍ରଭାବିତ ଲୋକଙ୍କ ସହ ଆଲୋଚନା ଓ ସହାୟତା ପ୍ରଦାନ ନେଇ ଅଧିକାରୀଙ୍କ ସହ କଲେ ସମୀକ୍ଷା

Odisha Lekha September 27, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?