Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Published September 30, 2026 ଖେଳ
SHARE

ଗୁଆହାଟୀ, (ଓଡ଼ିଶା ଲେଖା): ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ପ୍ରଦର୍ଶନ। ଶୁଭମନ ଗିଲଙ୍କ ଅପରାଜିତ ୨୨୩ ରନ୍‌ର ରେକର୍ଡ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଦ୍ରୁତ ଶତକ ବଳରେ ଭାରତ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟକୁ ମାତ୍ର ୮ ୱିକେଟ୍ ବାକି ରଖି ହାସଲ ବିଜୟ ହାସଲ କରିଛି। ଏହି ବିଜୟ ସହ ୩ଟି ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ କୁ ଭାରତ ୨-୦ରେ ଅପରାଜେୟ ଅଗ୍ରଣୀ ନେଇ ସିରିଜ୍ କବ୍‌ଜା କରିଛି। ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ୍ ୫୦ ଓଭରରେ ୪୦୫/୭ ରନ୍‌ର ବିଶାଳ ସ୍କୋର କରିଥିଲା। ଜନ୍ କ୍ୟାମ୍ପବେଲ୍, ଶାଇ ହୋପ୍ ଓ ଆମିର୍ ଜାଙ୍ଗୁ ଶତକ ହାସଲ କରି ଭାରତ ସମ୍ମୁଖରେ ବିଶାଳ ସ୍କୋର ଖଡା କରିଥିଲେ।

ଜବାବରେ ଭାରତ ପକ୍ଷରୁ ରୋହିତ ଶର୍ମା ମାତ୍ର ୭୨ ବଲ୍‌ରୁ ୧୦୧ ରନ୍ (୧୦ଟି ଚୌକା, ୬ଟି ଛକା) କରିଥିଲେ। ରୋହିତ ଓ ଗିଲ୍ ପ୍ରଥମ ୱିକେଟ୍‌ରେ ୨୫୫ ରନ୍‌ର ବିଶାଳ ଭାଗୀଦାରି ଗଢ଼ି ଭାରତର ବିଜୟକୁ ସହଜ କରିଥିଲେ। ଗିଲ୍ ମାତ୍ର ୧୩୩ ବଲ୍‌ରୁ ଅପରାଜିତ ୨୨୩ (୨୬ଟି ଚୌକା, ୮ଟି ଛକା) ରନ୍ କରିଥିଲେ। ଏହି ଐତିହାସିକ ଇନିଂସ୍‌ରେ ସେ ଦିନିକିଆ କ୍ରିକେଟ୍‌ର ଦ୍ରୁତତମ ଦ୍ୱିଶତକ ହାସଲ କରି ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ଏହା ଗିଲଙ୍କ ଦିନିକିଆ କ୍ୟାରିୟରର ଦ୍ୱିତୀୟ ଦ୍ୱିଶତକ। ଶେଷରେ ଭାରତ ୪୦୬ ରନ୍‌ର ଲକ୍ଷ୍ୟକୁ ୩୯ଟି ବଲ୍ ବାକି ଥାଇ ହାସଲ କରି ୮ ୱିକେଟ୍‌ରେ ବିଜୟୀ ହୋଇଛି। ମ୍ୟାନ ଅଫ ଦ ମ୍ୟାଚ ଭାବେ ଶୁଭମ ଗିଲ ବିବେଚିତ ହୋଇଥିବା ଜଣାପଡିଛି । ଏହା ଦିନିକିଆ ଇତିହାସରେ ଭାରତର ସର୍ବାଧିକ ସଫଳ ରନ୍‌ଚେଜ୍ ଭାବେ ମଧ୍ୟ ଦର୍ଜା ହୋଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 30, 2026 September 30, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସବୁଦିନ ପାଇଁ ଆଖି ବୁଜିଲେ ବ୍ୟଙ୍ଗକବି ଡ଼ ଆର୍ତ୍ତତ୍ରାଣ ମିଶ୍ର:ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ହେଉଥିଲେ ଚିକିତ୍ସା:ଶୋକ ପ୍ରକାଶ କଲେ ଅରୁଣ
ଆଞ୍ଚଳିକ ଖବର
ରିଅଲ ହିରୋ ସାଜିଲେ ପାଇଲଟ୍ ସ୍ମିତ ମଚ୍ଛାର: ମଝି ଆକାଶରେ ବିମାନ ଦୁର୍ଘଟଣା ରୋକିଲେ, ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଦେଶ ବିଦେଶ
ସମର୍ପଣ ବୃଦ୍ଧାଶ୍ରମରେ ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ
ଆଞ୍ଚଳିକ ଖବର
ଆନ୍ତର୍ଜାତିକ ଦାସିଆ ଅଜାଙ୍କ ପାଠାଗାରରେ ତଥ୍ୟ ସଂଗ୍ରହ କଲେ ଗବେଷଣା ଛାତ୍ରଛାତ୍ରୀ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
ଖେଳ

ଜାତୀୟ କ୍ରୀଡ଼ା ଦିବସ: ନୟାଗଡ଼ରେ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

Odisha Lekha August 28, 2026
ଖେଳ

ବେଣାଗାଡିଆ ପ୍ରିମିୟର ଲିଗ୍ ୨୦୨୬:୧୫ରେ ଗ୍ରାଣ୍ଟ ଫାଇନାଲ

Odisha Lekha June 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?