Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କଂଗ୍ରେସ କମିଟିର ନୟାଗଡ ବ୍ଲକ ସାଂଗଠନିକ ବୈଠକ

Published August 24, 2025 ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସ୍ଥିତ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ପୂର୍ବତନ ବ୍ଲକ କଂଗ୍ରେସ୍ ସଭାପତି ଫକୀର ଚରଣ ମଲ୍ଲଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଯାଇଛି।ଓଡିଶା ପ୍ରଦେଶ କଂଗ୍ରେସ ପର୍ଯ୍ୟବେକ୍ଷକ ଅଖିଳ ଭାରତ କଂଗ୍ରେସ କମିଟି କିସାନ୍ କଂଗ୍ରେସ୍ ଜାତୀୟ ସଂଯୋଜକ ଅମିୟ ପଟ୍ଟନାୟକ ଯୋଗଦେଇ ନୟାଗଡ ବ୍ଲକ କଂଗ୍ରେସ ସଂଗଠନକୁ କ୍ରିୟାସିଳ କରିବା ପାଇଁ ଉପସ୍ଥିତ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ। ଆଗାମୀ ଦିନରେ ଜିଲ୍ଲାର ବରିଷ୍ଠ ନେତୃମଣ୍ଡଳୀ ଗ୍ରାମ ପଂଚାୟତକୁ ଯାଇ ସଂଗଠନକୁ କ୍ରିୟାଶୀଳ କରିବାପାଇଁ ଉପସ୍ଥିତ କାର୍ଯ୍ୟ କାର୍ଯ୍ୟକର୍ତାଙ୍କୁ ଆହ୍ୱାନ କରିଥିଲେ l ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ସତ୍ୟବ୍ରତ ନାୟକ ଯୋଗଦେଇ ଆଗାମୀ ଦିନରେ ନୟାଗଡ ବ୍ଲକ କଂଗ୍ରେସର କର୍ମକର୍ତ୍ତା ଏକତ୍ରିତ ହୋଇ କେନ୍ଦ୍ରର ବିଜେପି ସରକାର ଓ ଓଡ଼ିଶାର ମୋହନ ସରକାର ୧୧ ମାସ ଶାସରେ କେବଳ ପ୍ରତାରଣା, ବର୍ତମାନ ଚାଷକାର୍ଯ୍ୟ ପାଈଁ ସାରର ଆବଶ୍ୟକତା ଥିଲାବେଳେ ଚାଷୀକୁ ସରକାର ଙ୍କ ଦ୍ଵାରା ସମବାୟ ସଂସ୍ଥା ମାନଙ୍କରେ ଆବଶ୍ୟକ ସାର ରିହାତି ଦରରେ ଉପଲବ୍ଧ ନହେବା ଫଳରେ ଚାଷୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ସେମାନେ ଚଢ଼ାଦରରେ କଳାବଜାରୀଙ୍କ ଠାରୁ କିଣୁଛନ୍ତି l ତୁରନ୍ତ ସରକାର ରିହାତି ଦରରେ ଚାଷୀଙ୍କୁ ସାର ଯୋଗେଇ ଦିଅନ୍ତୁ ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ନିର୍ମାଣ ଶ୍ରମିକଙ୍କ ବର୍ଷ ବର୍ଷ ଧରି ମୃତୁ କାଳୀନ ସହାୟତା, ବିବାହ ସହାୟତା,ପିଲାମାନଙ୍କ ଶିକ୍ଷା ସହାୟତା ପଡ଼ିରହିଛି, ତୁରନ୍ତ ସେମାନଙ୍କ ସହାୟତ ପ୍ରଦାନପାଇଁ ଶ୍ରମ ଅଧିକାରୀ କାର୍ଯ୍ୟ କରନ୍ତୁ ଓ ଗ୍ରାମ୍ୟ ଉନ୍ନୟନ ବିଭାଗରେ ହଉଥିବା ଦୁର୍ନୀତି ବିରୋଧରେ ଓ ପ୍ରଶାସନ ସ୍ଥାଣୁତା ବିରୋଧରେ ନୟାଗଡ ଜିଲ୍ଲା କଂଗ୍ରେସ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବ। ଆଜି ଏହି ସାଙ୍ଗଠନିକ ବୈଠକରେ ସଂଗଠନକୁ କ୍ରିୟାଶୀଳ ଓ ସୁସଂଗଠିତ କରିବାପାଇଁ ଉପସ୍ଥିତ ନେତୃମଣ୍ଡଳୀ ମତାମତ ପ୍ରଦାନ କରିଥିଲେ l ଖୁବଶୀଘ୍ର ବ୍ଲକ କଂଗ୍ରେସ କମିଟି ସଭାପତି ଚୟନ ପାଇଁ ଦୀନଧାର୍ଯ୍ୟ କରାଯିବ ଓ ବିଭିନ୍ନ ବର୍ଗର କାର୍ଯ୍ୟକର୍ତ୍ତାଙ୍କ ଠାରୁ ମତାମତ ଗ୍ରହଣ କରାଯିବାପାଇଁ ଏହି ବୈଠକ ରେ ସ୍ଥିର କରାଗଲା। ଏହି ବୈଠକରେ ପୂର୍ବତନ ସଭାପତି ରଣଜିତ ଦାଶ, ବରିଷ୍ଟ ନେତା ହୁସେନ ଖାନ, ମନୋଜ ସାହୁ, ଲଷ୍ମୀଧର ତ୍ରିପାଠୀ, ନାଥ ବରାଡ଼, ପୀତବାଶ ଖୁଣ୍ଟିଆ, ଶିବରଞ୍ଜନ ସାହୁ, କୁଲେଶ ମହାନ୍ତି, ପୂର୍ଣଚନ୍ଦ୍ର ସାନ୍ତା, ଦିଗାମ୍ବର ବେହେରା, ପ୍ରଦୁମ୍ନ ସାହୁ, ନବ କିଶୋରେ ସାଠୁଆ, ଅମ୍ଲାନ ଅଂଶୁମାନ ସାହୁ ପ୍ରମୁଖ ବହୁ କଂଗ୍ରେସ୍ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ। ବରିଷ୍ଠ ସେବାଦଳ କାର୍ଯ୍ୟକର୍ତା ବିଜୟ ଓଝା ଧନ୍ୟବାଦ ଅର୍ପଣ କରିଥିଲେ l

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 24, 2025 August 24, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?