Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Published October 1, 2026 ଖେଳ ରାଜ୍ୟ ଖବର
SHARE

ଭୁବନେଶ୍ୱର, (ଓଡ଼ିଶା ଲେଖା): ଭାରତୀୟ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଆଉ ଏକ ଗର୍ବର ମୁହୂର୍ତ୍ତ। ପୂର୍ବତନ ଭାରତୀୟ କ୍ରିକେଟର ତଥା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝାଙ୍କୁ ବିସିସିଆଇର ବରିଷ୍ଠ ପୁରୁଷ କ୍ରିକେଟ୍ ଦଳର ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିବା ନେଇ ଖବର ପ୍ରକାଶ ପାଇଛି। ବର୍ତ୍ତମାନର ଚୟନ ସମିତିରେ ପ୍ରଜ୍ଞାନ ଓଝାଙ୍କ ସହ ଆର୍‌.ପି. ସିଂହ, ଶିବସୁନ୍ଦର ଦାସ ଓ ଅଜୟ ରାତ୍ରା ସଦସ୍ୟ ରହିଛନ୍ତି। ବିସିସିଆଇର ପୂର୍ବତନ ଅଧିକୃତ ଘୋଷଣାରେ ପ୍ରଜ୍ଞାନ ଓଝାଙ୍କୁ ପୁରୁଷ ଚୟନ ସମିତିର ସଦସ୍ୟ ଭାବେ ସାମିଲ କରାଯାଇଥିବା ନିଶ୍ଚିତ ହୋଇଥିଲା। ଅଜିତ ଅଗରକରଙ୍କ ଚୟନ ସମିତି ଅଧ୍ୟକ୍ଷ ପଦର କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ପ୍ରଜ୍ଞାନ ଓଝାଙ୍କୁ ଅନ୍ତରୀଣ ଭାବେ ଏହି ଦାୟିତ୍ୱ ଦିଆଯିବା ନେଇ ରିପୋର୍ଟ ପ୍ରକାଶିତ ହୋଇଛି। ପ୍ରଜ୍ଞାନ ଓଝାଙ୍କ ଏହି ନୂଆ ଦାୟିତ୍ୱ ଖବର ପ୍ରକାଶ ପାଇବା ପରେ ଓଡ଼ିଶାର କ୍ରିକେଟ୍‌ପ୍ରେମୀ, କ୍ରୀଡ଼ାପ୍ରେମୀ ଓ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ସାମାଜିକ ଗଣମାଧ୍ୟମ ସମେତ ବିଭିନ୍ନ ମହଲରୁ ପ୍ରଜ୍ଞାନ ଓଝାଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଓଡ଼ିଶାରୁ ଭାରତୀୟ କ୍ରିକେଟ୍‌ରେ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରଜ୍ଞାନ ଓଝାଙ୍କ ଏହି ନୂଆ ଭୂମିକା ରାଜ୍ୟର କ୍ରିକେଟ୍‌ପ୍ରେମୀଙ୍କ ପାଇଁ ଗର୍ବର ବିଷୟ ପାଲଟିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 1, 2026 October 1, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ରିଅଲ ହିରୋ ସାଜିଲେ ପାଇଲଟ୍ ସ୍ମିତ ମଚ୍ଛାର: ମଝି ଆକାଶରେ ବିମାନ ଦୁର୍ଘଟଣା ରୋକିଲେ, ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଦେଶ ବିଦେଶ
ସମର୍ପଣ ବୃଦ୍ଧାଶ୍ରମରେ ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ପାଳିତ
ଆଞ୍ଚଳିକ ଖବର
ଆନ୍ତର୍ଜାତିକ ଦାସିଆ ଅଜାଙ୍କ ପାଠାଗାରରେ ତଥ୍ୟ ସଂଗ୍ରହ କଲେ ଗବେଷଣା ଛାତ୍ରଛାତ୍ରୀ
ଜିଲ୍ଲା ଖବର
ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା
ଦୁର୍ଘଟଣା

ଅଧିକ ପଢନ୍ତୁ

ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ରାଜ୍ୟ ଖବର

ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ :ପ୍ରଭାବିତ ଲୋକଙ୍କ ସହ ଆଲୋଚନା ଓ ସହାୟତା ପ୍ରଦାନ ନେଇ ଅଧିକାରୀଙ୍କ ସହ କଲେ ସମୀକ୍ଷା

Odisha Lekha September 27, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?