Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

ସିନ୍ଦୁରିଆ ଉଚ୍ଚ ବିଦ୍ୟାଳୟରେ ଜାତୀୟ ମହାକାଶ ଦିବସ

Published August 25, 2025 ରାଜ୍ୟ ଖବର ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜାତୀୟ ମହାକାଶ ଦିବସ ଅବସରରେ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ମହାକାଶ ଦିବସ ଉତ୍ସାହର ସହିତ ପାଳନ ହୋଇଯାଇଛି l ଗାଇଡ୍ ଶିକ୍ଷୟିତ୍ରୀ ତଥା ବିଜ୍ଞାନ ଶିକ୍ଷିକା ଜ୍ୟୋତିର୍ମୟୀ ରାଉତ ଓ ତ୍ରିପୁରା ସେଠୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଚନ୍ଦ୍ରପୃଷ୍ଠ, ଚନ୍ଦ୍ରୟାନ -୩, ବିକ୍ରମ , ପ୍ରଜ୍ଞାନ ଓ ରକେଟର ସୁନ୍ଦର ସୁନ୍ଦର ମଡେଲ ପ୍ରସ୍ତୁତ କରିଥିବା ବେଳେ ମହାକାଶକୁ ରକେଟ୍ ପ୍ରକ୍ଷେପଣ କିପରି ହୁଏ ପରୀକ୍ଷାକରି ଦେଖାଇଥିଲେ l ଏ ସମସ୍ତ ମହାକାଶ ସମ୍ବନ୍ଧୀୟ ତଥ୍ଯକୁ ବିଜ୍ଞାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ରାଉତ ପୁଙ୍ଖାନୁପୁଙ୍ଖ ଭାବରେ ଷଷ୍ଠ ରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବୁଝାଇ ଥିଲେ l ଏହି ବିଜ୍ଞାନ ସମ୍ବନ୍ଧୀୟ କାର୍ଯ୍ୟକ୍ରମକୁ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁ ମାର୍ଗଦର୍ଶନ ଦେଇଥିବା ବେଳେ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଜ୍ଞାନକୌଶଳକୁ ଭୂୟସୀ ପ୍ରଶଂସା କରିଥିଲେ l ପରିଶେଷରେ ଏପରି ସମୟ ସାପେକ୍ଷ କାର୍ଯ୍ୟକ୍ରମକୁ ଦିନକ ମଧ୍ୟରେ ପ୍ରସ୍ତୁତକରି ପ୍ରଦର୍ଶିତ କରିଥିବାରୁ ଛାତ୍ରଛାତ୍ରୀ ଓ ଦୁଇ ଗାଇଡ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ସଭିଙ୍କୁ ଧନ୍ୟବାଦ ଦେଇଥିଲେ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha August 25, 2025 August 25, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy1
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଅପରାଧରାଜ୍ୟ ଖବର

ନୟାଗଡ଼ ପାଣ୍ଡରାସିଂଘା ଛକରେ ଯୁବକଙ୍କୁ ଗୁଳି ମାଡ଼:ଯୁବକ ମୃତ:ଚାପା ଉତ୍ତେଜନା

Odisha Lekha June 14, 2026
ରାଜ୍ୟ ଖବର

ଆରକ୍ଷୀ ଅଧିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

Odisha Lekha May 28, 2026
ରାଜ୍ୟ ଖବର

ପୁଣି ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

Odisha Lekha May 25, 2026
ରାଜ୍ୟ ଖବର

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କଲା ନୟାଗଡ଼ ଜିଲ୍ଲା ପ୍ରଶାସନ

Odisha Lekha May 24, 2026
ରାଜ୍ୟ ଖବର

ଆଇପିଏସ୍ ସ୍ତରରେ ବଡ଼ ଧରଣର ବଦଳି:ନୟାଗଡ଼ର ନୂତନ ଆରକ୍ଷୀ ଅଧିକ୍ଷକ ପରମାର ସ୍ମିତ ପୁରୁଷୋତ୍ତମଦାସ

Odisha Lekha May 24, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?