Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Published October 2, 2026 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଆଜି ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଉତ୍ସବ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଆଚାର୍ଯ୍ୟ ପ୍ରଦ୍ୟୁମ୍ନ କୁମାର ମହାପାତ୍ର ଦୀପ ପ୍ରଜ୍ୱଳନ କରି ମା’ ସାରଦାଙ୍କ ନିକଟରେ ଆଶିଷ ଭିକ୍ଷା କରିଥିଲେ। ପରେ ସେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଉତ୍ସବରେ ଆଚାର୍ଯ୍ୟା ପ୍ରମୋଦିନୀ ମିଶ୍ର ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ବାଲ୍ୟଜୀବନ, ବୈବାହିକ ଜୀବନ ଏବଂ ଦେଶ ପାଇଁ ସେମାନଙ୍କ ଅବଦାନ ଓ କାର୍ଯ୍ୟାବଳୀ ସମ୍ପର୍କରେ ସାରଗର୍ଭକ ତଥ୍ୟ ଉପସ୍ଥାପନ କରିଥିଲେ। ସତ୍ୟ, ଅହିଂସା, ଶୃଙ୍ଖଳା, ଦେଶପ୍ରେମ ଓ ନିଷ୍ଠା ଭଳି ମହାନ ଆଦର୍ଶକୁ ଛାତ୍ରଛାତ୍ରୀମାନେ ଜୀବନରେ ଅନୁସରଣ କରିବାକୁ ଆହ୍ୱାନ ଦିଆଯାଇଥିଲା।କାର୍ଯ୍ୟକ୍ରମରେ ବିଦ୍ୟାଳୟର ୨୦୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ସମେତ ସମସ୍ତ ଗୁରୁଜୀ ଓ ଗୁରୁମା ଉପସ୍ଥିତ ଥିଲେ। ସମସ୍ତ ଗୁରୁଜୀ-ଗୁରୁମାଙ୍କ ସହଯୋଗ ଏବଂ ପ୍ରଧାନ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମଟି ସୁଚାରୁ ରୂପେ ସମ୍ପନ୍ନ ହୋଇ ସାଫଲ୍ୟମଣ୍ଡିତ ହୋଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 2, 2026 October 2, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?