Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସ୍ଵର୍ଣ୍ଣରୌପ୍ୟ ସଂଘର ସମୀକ୍ଷା ବୈଠକ:ସରକାରଙ୍କ ପାଖରେ ବିଭିନ୍ନ ଦାବି ଉପସ୍ଥାପନା କରିବାକୁ ନିଷ୍ପତ୍ତି

Published August 25, 2025 ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲାର ଚାନ୍ଦପୁରୁ ମା ରାମଚଣ୍ଡୀଙ୍କ ମନ୍ଦିର ପ୍ରାଙ୍ଗଣରେ ( ଚାନ୍ଦପୁରଟାଙ୍ଗି) ମା ରାମଚଣ୍ଡୀ ସ୍ଵର୍ଣ୍ଣରୌପ୍ୟ ଶିଳ୍ପୀ ସଂଘର ଶିଳ୍ପୀମାନଙ୍କର ଏକ ସମୀକ୍ଷାବୈଠକ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଜିଲ୍ଲା ସ୍ଵର୍ଣ୍ଣରୌପ୍ୟ ସଂଘର ସଭାପତି ଅନନ୍ତ ମହାପାତ୍ର, ମୁଖ୍ୟ ଉପଦେଷ୍ଟା ବିଶ୍ଵନାଥ ମହାପାତ୍ର (ଜଟି), ସହ ସମ୍ପାଦକ ଲକ୍ଷ୍ମୀଧର ସାଥୁଆ( ମିଟୁ), ସମ୍ପାଦକ ନିରଞ୍ଜନ ସାଥୁଆ ଓ ଉପଦେଷ୍ଟା ମଣ୍ଡଳୀର ଚାପଧାରୀସାରେ ନିରୁ, ଶୁକଦେବ, ଉଛବ ଯୋଗ ଦେଇଥିଲେ । ସ୍ଵର୍ଣ୍ଣକାର ମାନଙ୍କର କୁଟୀର ଶିଳ୍ପ ବନ୍ଦ ହେବାକୁ ବସିଥିବା ବେଳେ, ସରକାରଙ୍କ ନିକଟରେ ବିଭିନ୍ନ ଦାବି ଉପସ୍ଥାପନା କରାଯିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା। ଏଥିରେ ଶତାଧିକ ମହିଳା ଓ ପୁରୁଷ ଯୋଗ ଦେଇଥିଲେ। ଏଥିରେ ଚାନ୍ଦପୁରର ସ୍ଵର୍ଣ୍ଣରୌପ୍ୟ ସଂଘର ସଭାପତି ଭାଗିରଥି ସାମନ୍ତରା, ଉପସଭାପତି ରାମଚନ୍ଦ୍ର ସାହୁ (B) ସମ୍ପାଦକ ରାମଚନ୍ଦ୍ର ସାହୁ (A) ଓ  ମେରୁଧର ସାମନ୍ତରା ଉପଦେଷ୍ଟା ମାନଙ୍କ ଆବାହକତ୍ୱରେ ସଭାକାର୍ଯ୍ୟ କରାଯାଇଥିଲା । ସେହି ସଭାରେ ନୟାଗଡ଼ ଜିଲ୍ଲାର ସହ ସମ୍ପାଦକ ଲକ୍ଷ୍ମୀଧର ସାଥୁଆ ସହଯୋଗ କରିଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha August 25, 2025 August 25, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଦୁର୍ଘଟଣା

ପୋଖରୀରେ ବୁଡ଼ି ନାବାଳିକା ମୃତ:ଗାଁରେ ଶୋକାକୁଳ ପରିସ୍ଥିତି

Odisha Lekha October 3, 2026
ଦୁର୍ଘଟଣା

ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା

Odisha Lekha October 1, 2026
ଜିଲ୍ଲା ଖବରଦୁର୍ଘଟଣା

ସେଲ୍ଫି ହେଲା କାଳ! ସିଧାମୂଳା ବ୍ରିଜରୁ ଖସି ମହାନଦୀରେ ଯୁବକ ନିଖୋଜ

Odisha Lekha September 25, 2026
ଦୁର୍ଘଟଣା

ଦେଓଝର ରାସ୍ତାରେ ବାଇକ ଦୁର୍ଘଟଣା:ଜଣେ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

Odisha Lekha September 9, 2026
ଦୁର୍ଘଟଣା

ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha Lekha September 5, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?