Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପୋଖରୀରେ ବୁଡ଼ି ନାବାଳିକା ମୃତ:ଗାଁରେ ଶୋକାକୁଳ ପରିସ୍ଥିତି

Published October 3, 2026 ଦୁର୍ଘଟଣା
SHARE

ବଡ଼ମ୍ବା/ନରସିଂହପୁର, (ଓଡ଼ିଶା ଲେଖା): କଟକ ଜିଲ୍ଲା ବଡ଼ମ୍ବା ବ୍ଲକ ଅନ୍ତର୍ଗତ ରତାପାଟ ଗ୍ରାମରେ ଏକ ଅଭାବନୀୟ ଘଟଣାରେ ପୋଖରୀରେ ବୁଡ଼ି ଜଣେ ୧୦ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ରତାପାଟ ଗ୍ରାମର ସୋନାଲି ମାହାନ୍ତି। ସୂଚନାନୁସାରେ, ସୋନାଲି ନିଜ ମାଆଙ୍କ ସହ ଗ୍ରାମର ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ସମୟରେ ହଠାତ୍ ସେ ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର ଲୋକ ଓ ସ୍ଥାନୀୟ ଲୋକେ ଦୀର୍ଘ ସମୟ ଧରି ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇନଥିଲେ। ଖବର ପାଇ ବାଲିଝରୀ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୋଖରୀରୁ ନାବାଳିକାଙ୍କୁ ଉଦ୍ଧାର କରିଥିଲା। ତାଙ୍କୁ ତୁରନ୍ତ ବଡ଼ମ୍ବା ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ସୋନାଲିଙ୍କୁ ମୃତ ଘୋଷଣା କରିଥିଲେ।ଏହି ଘଟଣାରେ ରତାପାଟ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 3, 2026 October 3, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଦୁର୍ଘଟଣା

ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା

Odisha Lekha October 1, 2026
ଜିଲ୍ଲା ଖବରଦୁର୍ଘଟଣା

ସେଲ୍ଫି ହେଲା କାଳ! ସିଧାମୂଳା ବ୍ରିଜରୁ ଖସି ମହାନଦୀରେ ଯୁବକ ନିଖୋଜ

Odisha Lekha September 25, 2026
ଦୁର୍ଘଟଣା

ଦେଓଝର ରାସ୍ତାରେ ବାଇକ ଦୁର୍ଘଟଣା:ଜଣେ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

Odisha Lekha September 9, 2026
ଦୁର୍ଘଟଣା

ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha Lekha September 5, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
ଜିଲ୍ଲା ଖବରଦୁର୍ଘଟଣା

ମହିପୁର ଇଥାଇନ୍ କମ୍ପାନୀରେ ବିସ୍ଫୋରଣ: ୪ ଶ୍ରମିକ ଗୁରୁତର

Odisha Lekha September 2, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?