Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Published October 3, 2026 ଖେଳ
SHARE

ନିସିନ୍/ନୂଆଦିଲ୍ଲୀ, (ଓଡ଼ିଶା ଲେଖା): ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଫାଇନାଲରେ ପାକିସ୍ତାନକୁ ୧୯ ରନ୍‌ରେ ପରାସ୍ତ କରି ସ୍ୱର୍ଣ୍ଣ ପଦକ ଜିତିଛି ଭାରତ। ଏହି ବିଜୟ ସହ ଭାରତ ପୁରୁଷ କ୍ରିକେଟ୍‌ରେ କ୍ରମାଗତ ଦ୍ୱିତୀୟ ଏସିଆନ ଗେମ୍ସ ସ୍ୱର୍ଣ୍ଣ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୬ ୱିକେଟ୍ ହରାଇ ୨୧୧ ରନ୍ କରିଥିଲା। ଦଳ ପକ୍ଷରୁ ଅଭିଷେକ ଶର୍ମା ମାତ୍ର ୨୮ ବଲ୍‌ରୁ ୬୧ ରନ୍‌ର ଧୂଆଁଧାର ଇନିଂସ ଖେଳିଥିଲେ। ତିଲକ ବର୍ମା ୨୨ ବଲ୍‌ରେ ଅପରାଜିତ ୫୧ ରନ୍ କରିଥିବା ବେଳେ ଶିବମ ଦୁବେ ୧୫ ବଲ୍‌ରୁ ୨୭ ରନ୍ କରିଥିଲେ। ୨୧୨ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରି ପାକିସ୍ତାନ ୨୦ ଓଭରରେ ୬ ୱିକେଟ୍ ହରାଇ ୧୯୨ ରନ୍ କରିପାରିଥିଲା।

ପାକିସ୍ତାନ ପକ୍ଷରୁ ହସନ ନୱାଜ ୫୧ ବଲ୍‌ରେ ୯୬ ରନ୍‌ର ଲଢ଼ୁଆ ଇନିଂସ ଖେଳିଥିଲେ। ଭାରତ ପକ୍ଷରୁ ଅକ୍ଷର ପଟେଲ ଓ ୱାଶିଂଟନ ସୁନ୍ଦର ୨ଟି ଲେଖାଏଁ ୱିକେଟ୍ ନେଇଥିବା ବେଳେ ଶିବମ ଦୁବେ ମଧ୍ୟ ୨ଟି ୱିକେଟ୍ ହାସଲ କରିଥିଲେ। ଫଳରେ ଭାରତ ୧୯ ରନ୍‌ରେ ବିଜୟୀ ହୋଇ ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ପଦକ ନିଜ ନାମରେ କରିଛି। ଏହା ଭାରତୀୟ କ୍ରିକେଟ୍ ପାଇଁ ଆଉ ଏକ ସ୍ମରଣୀୟ ସଫଳତା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 3, 2026 October 3, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
ଖେଳ

ଜାତୀୟ କ୍ରୀଡ଼ା ଦିବସ: ନୟାଗଡ଼ରେ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

Odisha Lekha August 28, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?