Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରାଜ୍ୟ ପୋଲିସ ଡ୍ୟୁଟି ମିଟ୍‌ରେ ଏସ୍‌ଆଇ ସ୍ୱାଗତଙ୍କ କୃତିତ୍ୱ

Published October 11, 2026 ଜିଲ୍ଲା ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ରାଜ୍ୟ ପୋଲିସ ଡ୍ୟୁଟି ମିଟ୍‌ରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ନୟାଗଡ଼ ଜିଲ୍ଲା ପୋଲିସରେ କାର୍ଯ୍ୟରତ ଏସ୍‌ଆଇ ସ୍ୱାଗତ ଦାସ। ରାଜ୍ୟ ଅପରାଧ ଅନୁସନ୍ଧାନ ବିଭାଗ ଓ କ୍ରାଇମ୍‌ବ୍ରାଞ୍ଚ (CID-CB), ଓଡ଼ିଶା ପକ୍ଷରୁ ଆୟୋଜିତ ୭୧ତମ ରାଜ୍ୟ ପୋଲିସ ଡ୍ୟୁଟି ମିଟ୍‌ରେ ସେ ଦୁଇଟି ବିଷୟରେ ସଫଳତା ହାସଲ କରି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି ଏସ୍‌ଆଇ ଶ୍ରୀଯୁକ୍ତ ଦାସ।ରଣପୁର ଥାନା ଅଧୀନସ୍ଥ ରାଜସୁନାଖଳା ଆଉଟ୍‌ପୋଷ୍ଟର ଭାରପ୍ରାପ୍ତ ଅଧିକାରୀ ଭାବେ କାର୍ଯ୍ୟରତ ଏସ୍‌ଆଇ ସ୍ୱାଗତ ଦାସ ଫରେନସିକ୍ ବିଜ୍ଞାନ ଓ ଅପରାଧ ତଦନ୍ତ ବିଷୟରେ ଦ୍ୱିତୀୟ ସ୍ଥାନ ଏବଂ ଆଇନ, ନିୟମାବଳୀ ଓ ପ୍ରକ୍ରିୟା/ଅଦାଲତଙ୍କ ରାୟ ସମ୍ବନ୍ଧୀୟ ବିଷୟରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏସ୍‌ଆଇ ସ୍ୱାଗତଙ୍କ କୃତିତ୍ୱ ଅର୍ଜନ କରିଥିବା ନେଇ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ ପାତ୍ର ଶୁଭେଚ୍ଛା ଜଣାଇଛନ୍ତି ଏବଂ ନୟାଗଡ଼ ପୋଲିସ ପକ୍ଷରୁ ମଧ୍ୟ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ପୋଲିସ ବିଭାଗରେ ବୃତ୍ତିଗତ ଦକ୍ଷତା, ଅପରାଧ ଅନୁସନ୍ଧାନର ଜ୍ଞାନ ଏବଂ ଆଇନଗତ ପ୍ରକ୍ରିୟା ସମ୍ପର୍କିତ ଜ୍ଞାନର ଗୁରୁତ୍ୱକୁ ଏହି ସଫଳତା ପ୍ରତିପାଦିତ କରୁଛି। ଏସ୍‌ଆଇ ସ୍ୱାଗତ ଦାସଙ୍କ ଏହି କୃତିତ୍ୱ ପୋଲିସ ବିଭାଗ ପାଇଁ ଗୌରବର ବିଷୟ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 11, 2026 October 11, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବର

ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ

Odisha Lekha October 15, 2026
ଜିଲ୍ଲା ଖବର

ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍

Odisha Lekha October 14, 2026
ଜିଲ୍ଲା ଖବର

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ

Odisha Lekha October 14, 2026
ଜିଲ୍ଲା ଖବର

ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖାର ପୁନର୍ଗଠନ :ସଭାପତି ଭାବେ ଚିତ୍ତରଞ୍ଜନ, କାର୍ଯ୍ୟକାରୀ ସଭାପତି ରବିନ୍ଦ୍ର ଓ ସଂପାଦକ ବୈଦ୍ୟ ଭୂଷଣ ମନୋନୀତ

Odisha Lekha October 12, 2026
ଜିଲ୍ଲା ଖବର

କଲେଜ ଅଧ୍ୟକ୍ଷଙ୍କୁ ବିଧାୟକ ଅରୁଣଙ୍କ ଚେତାବନୀ : ହାଇକୋର୍ଟର ଦ୍ୱାର ଖଟଖଟେଇବି,ଆପଣଙ୍କୁ ଟାଣିକି ନେବି

Odisha Lekha October 10, 2026
ଜିଲ୍ଲା ଖବର

ବଦଳିଲେ ଗଣିଆ ଓ ରଣପୁର ବିଡିଓ

Odisha Lekha October 9, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?