Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Published October 12, 2026 ରାଜ୍ୟ ଖବର
SHARE

ଭୁବନେଶ୍ୱର, (ଓଡ଼ିଶା ଲେଖା): ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ ପଦରେ ଅଦଳବଦଳ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ଓ ବଦଳି ସମ୍ପର୍କିତ ଘୋଷଣା କରିଛନ୍ତି। ଏହି କ୍ରମରେ ଝାଡ଼ଖଣ୍ଡର ବରିଷ୍ଠ ବିଜେପି ନେତା ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ବର୍ତ୍ତମାନ ଓଡ଼ିଶାର ରାଜ୍ୟପାଳ ଥିବା ଡଃ ହରି ବାବୁ କମ୍ଭମପାଟିଙ୍କ ସ୍ଥାନରେ ବ୍ରଜମୋହନ ରାମ ଦାୟିତ୍ୱ ଗ୍ରହଣ କରିବେ। ତେବେ ନୂଆ ରାଜ୍ୟପାଳଙ୍କ ଦାୟିତ୍ୱ ଗ୍ରହଣ ତାରିଖ ସମ୍ପର୍କରେ ଘୋଷଣାରେ ସ୍ପଷ୍ଟ କରାଯାଇନାହିଁ। ନିଜ ନିଜ ପଦରେ ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଏହି ନିଯୁକ୍ତିଗୁଡ଼ିକ କାର୍ଯ୍ୟକାରୀ ହେବ।vଏହି ରାଜ୍ୟପାଳ ଅଦଳବଦଳରେ କେରଳର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ତାମିଲନାଡୁର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ସିକ୍କିମର ରାଜ୍ୟପାଳ ଓମ୍‌ ପ୍ରକାଶ ମାଥୁରଙ୍କୁ କେରଳର ରାଜ୍ୟପାଳ ଦାୟିତ୍ୱ ଦିଆଯାଇଥିବା ବେଳେ ଦୁଷ୍ୟନ୍ତ ଗୌତମଙ୍କୁ ସିକ୍କିମର ରାଜ୍ୟପାଳ କରାଯାଇଛି। ସେହିପରି ଡଃ ସୁଧା ଯାଦବଙ୍କୁ କର୍ଣ୍ଣାଟକ ଏବଂ ଡଃ ଦଳ ସିଂ ବିସେନଙ୍କୁ ଉତ୍ତରାଖଣ୍ଡର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ରାଷ୍ଟ୍ରପତିଙ୍କ ଏହି ଘୋଷଣା ପରେ ଓଡ଼ିଶାର ନୂଆ ରାଜ୍ୟପାଳଙ୍କ ଦାୟିତ୍ୱ ଗ୍ରହଣ ଓ ପରବର୍ତ୍ତୀ ପ୍ରଶାସନିକ ପ୍ରକ୍ରିୟା ଉପରେ ନଜର ରହିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 12, 2026 October 12, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର
ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?