Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ

Published October 16, 2026 ଆଞ୍ଚଳିକ ଖବର
SHARE

ପୁରାତନ ଛାତ୍ରଛାତ୍ରୀଙ୍କ ଅନୁପସ୍ଥିତିକୁ ନେଇ ଉଦ୍‌ବେଗ;ଆଗାମୀ ବୈଠକରେ ଯୋଗଦେବାକୁ ନିବେଦନ

ନୟାଗଡ଼, (ଓଡ଼ିଶା ଲେଖା): କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ପ୍ରସ୍ତୁତି ବୈଠକରେ ପୁରାତନ ଛାତ୍ରଛାତ୍ରୀଙ୍କ ଅନୁପସ୍ଥିତି ଆୟୋଜକଙ୍କୁ ନିରାଶ କରିଛି। ବିଦ୍ୟାଳୟର ଏହି ଗୌରବମୟ ଅବସରକୁ ମହା ଆଡ଼ମ୍ବରରେ ପାଳନ କରିବା ଲକ୍ଷ୍ୟରେ ଏକ ପ୍ରସ୍ତୁତି ବୈଠକ ଡକାଯାଇଥିଲା। ମାତ୍ର ଆଶାନୁରୂପ ଭାବେ ପୁରାତନ ଛାତ୍ରଛାତ୍ରୀ ଯୋଗ ନଦେବା ଘଟଣା ନିରାଶା ସୃଷ୍ଟି କରିଛି। ସୁବର୍ଣ୍ଣ ଜୟନ୍ତୀ ହେଉଛି ବିଦ୍ୟାଳୟର ଗୌରବମୟ ଇତିହାସ, ପୁରୁଣା ସ୍ମୃତି ଓ ଗୁରୁଶିଷ୍ୟ ସମ୍ପର୍କକୁ ପୁନର୍ଜୀବିତ କରିବାର ଏକ ଅବସର। ଏହାକୁ ସଫଳ କରିବା ପାଇଁ ପୁରାତନ ଛାତ୍ରଛାତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ଅତ୍ୟନ୍ତ ଜରୁରୀ ବୋଲି ମତ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ପୁରାତନ ଛାତ୍ର ଉମାକାନ୍ତ ସାହୁ, ଦାଶରଥୀ ସାହୁ, ପ୍ରଫୁଲ୍ଲ ରାଉତ ଓ ବାସୁଦେବ ମହାନ୍ତି ଆଗାମୀ ଦିନରେ ହେବାକୁ ଥିବା ପ୍ରସ୍ତୁତି ବୈଠକରେ ସମସ୍ତ ପୁରାତନ ଛାତ୍ରଛାତ୍ରୀ ଯୋଗଦେବାକୁ ବିନମ୍ର ନିବେଦନ କରିଛନ୍ତି। ସେମାନଙ୍କ ସୂଚନା ଅନୁସାରେ, ଆଜି ଅପରାହ୍ନ ୨ଟା ୪୮ ମିନିଟ୍ ସୁଦ୍ଧା ବହୁ ନିବେଦନ ପରେ ମାତ୍ର ଚାରି ଜଣ ପ୍ରସ୍ତୁତି ବୈଠକରେ ଉପସ୍ଥିତ ରହିଥିଲେ। ତଥାପି ଯେଉଁମାନେ ଉପସ୍ଥିତ ରହି ସହଯୋଗର ହାତ ବଢ଼ାଇଛନ୍ତି, ସେମାନଙ୍କ ପ୍ରତି ଆୟୋଜକମାନେ କୃତଜ୍ଞତା ଜଣାଇଛନ୍ତି। ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀକୁ ସ୍ମରଣୀୟ ଓ ସଫଳ କରିବା ପାଇଁ ସମସ୍ତ ପୁରାତନ ଛାତ୍ରଛାତ୍ରୀ ନିଜ ନିଜର ମତାମତ, ସହଯୋଗ ଓ ଉପସ୍ଥିତି ମାଧ୍ୟମରେ ଏହି ମହତ୍ ଉଦ୍ୟମରେ ସାମିଲ ହେବାକୁ ଅନୁରୋଧ କରାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 16, 2026 October 16, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବର

ନୟାଗଡ଼ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର:୨୦ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ବଣ୍ଟନ

Odisha Lekha October 13, 2026
ଆଞ୍ଚଳିକ ଖବର

ନୟାଗଡ଼ରେ ନାଟ୍ୟକାର ରାମଚନ୍ଦ୍ର ମିଶ୍ରଙ୍କ ୧୦୭ତମ ଜୟନ୍ତୀ ପାଳିତ:ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ସାହିତ୍ୟପ୍ରେମୀ

Odisha Lekha October 12, 2026
ଆଞ୍ଚଳିକ ଖବର

ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟରେ ବୋମାମାଡ଼: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା :ପୋଲିସର ତଦନ୍ତ ଆରମ୍ଭ

Odisha Lekha October 11, 2026
ଆଞ୍ଚଳିକ ଖବର

ଛାତ୍ର ସଂସଦ ନିର୍ବାଚନ ବାତିଲ,କ୍ୟାମ୍ପସ ଗଣତନ୍ତ୍ରର ହତ୍ୟା: କଂଗ୍ରେସ

Odisha Lekha October 10, 2026
ଆଞ୍ଚଳିକ ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ କଷ୍ଟି ଡାକୁଆଙ୍କ ସହିଦ ଦିବସ ପାଳିତ:ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦର୍ଷ ନେତା ଥିଲେ କଷ୍ଟି ଡାକୁଆ

Odisha Lekha October 10, 2026
ଆଞ୍ଚଳିକ ଖବର

ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ମୁଖ୍ୟ ଫାଟକରୁ ନାଗସାପ ଉଦ୍ଧାର

Odisha Lekha October 10, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?