Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ

Published October 17, 2026 ଜିଲ୍ଲା ଖବର ରାଜନୀତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ନବନିଯୁକ୍ତ ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ କମଳ ଚରଣ ସାହୁଙ୍କୁ ବିଭିନ୍ନ ମହଲରୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଯାଇଛି। କମଳ ଚରଣ ସାହୁଙ୍କୁ ଏହି ଗୁରୁଦାୟିତ୍ୱ ମିଳିବା ପରେ ତାଙ୍କ ସମର୍ଥକ ଓ ଶୁଭେଚ୍ଛୁଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ତାଙ୍କର ଏହି ନୂତନ ନିଯୁକ୍ତି ଦଳୀୟ ସଂଗଠନକୁ ଅଧିକ ସୁଦୃଢ଼ କରିବା ସହ ଓବିସି ବର୍ଗର ଲୋକଙ୍କ ସ୍ୱାର୍ଥ ଓ ଅଧିକାର ସମ୍ପର୍କିତ ପ୍ରସଙ୍ଗକୁ ଆଗକୁ ନେବାରେ ସହାୟକ ହେବ ବୋଲି ଆଶା ପ୍ରକାଶ କରାଯାଇଛି।ଏହି ଅବସରରେ କମଳ ଚରଣ ସାହୁଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଆଗାମୀ ରାଜନୈତିକ ଯାତ୍ରା ସଫଳ ହେଉ ଏବଂ ସେ ନିଜ ଦାୟିତ୍ୱକୁ ନିଷ୍ଠାର ସହ ତୁଲାଇ ଦଳ ଓ ସମାଜ ପାଇଁ କାର୍ଯ୍ୟ କରନ୍ତୁ ବୋଲି ଶୁଭକାମନା ଜଣାଯାଇଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 17, 2026 October 17, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ
ଆଞ୍ଚଳିକ ଖବର
ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରମନୋରଞ୍ଜନ

ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା

Odisha Lekha October 17, 2026
ଜିଲ୍ଲା ଖବର

ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ

Odisha Lekha October 17, 2026
ଜିଲ୍ଲା ଖବର

ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା

Odisha Lekha October 17, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ

Odisha Lekha October 17, 2026
ଜିଲ୍ଲା ଖବର

ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ

Odisha Lekha October 16, 2026
ଜିଲ୍ଲା ଖବର

ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା

Odisha Lekha October 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?