Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା

Published October 17, 2026 ଜିଲ୍ଲା ଖବର ମନୋରଞ୍ଜନ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଜଗତର ଜନନୀ ମା’ ଦୁର୍ଗାଙ୍କ ପବିତ୍ର ଶାରଦୀୟ ପୂଜା ଅବସରରେ ନୟାଗଡ଼ ପ୍ୟାଲେସଠାରେ ମା’ଙ୍କ ସପ୍ତମୀ ପୂଜାକୁ ନେଇ ଆୟୋଜିତ ଦାଣ୍ଡିଆ ନୃତ୍ୟ ଉତ୍ସବ ଉତ୍ସାହ ଓ ଉଲ୍ଲାସର ସହ ପାଳିତ ହୋଇଛି। ଏହି ଉତ୍ସବରେ ହଜାର ହଜାର ମହିଳା ଯୋଗଦେଇ ବିଭିନ୍ନ ସଙ୍ଗୀତର ତାଳେ ତାଳେ ଦାଣ୍ଡିଆ ନୃତ୍ୟ ପରିବେଷଣ କରିଥିଲେ। ରଙ୍ଗବେରଙ୍ଗର ପୋଷାକ ଓ ଆକର୍ଷଣୀୟ ନୃତ୍ୟରେ ଉତ୍ସବସ୍ଥଳ ଉତ୍ସବମୁଖର ହୋଇଉଠିଥିଲା। ଏହି ଉତ୍ସବରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗଦେଇଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୌର ପରିଷଦର ଅଧ୍ୟକ୍ଷା ନିରୁପମା ଖଟେଇ, ନାଟୁଗାଁ ସରପଞ୍ଚ ତଥା ବିଜୁ ମହିଳା ଜନତା ଦଳର ବ୍ଲକ ସଭାପତି ସାଗରବାଳା ବରାଡ଼, ଖୁଣ୍ଟୁବନ୍ଧ ସରପଞ୍ଚ ସୁକାନ୍ତି ବିଶ୍ୱାଳଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ମା’ ଦୁର୍ଗାଙ୍କ ଆରାଧନା ସହ ଦାଣ୍ଡିଆ ନୃତ୍ୟ ମାଧ୍ୟମରେ ଆନନ୍ଦ, ଉତ୍ସାହ ଓ ସାମୂହିକ ଏକତାର ବାର୍ତ୍ତା ଦେଇଥିଲେ ଉତ୍ସବରେ ସାମିଲ ହୋଇଥିବା ମହିଳାମାନେ। ଗୀତର ତାଳେ ତାଳେ ମହିଳାମାନଙ୍କ ନୃତ୍ୟ ଓ ଦର୍ଶକଙ୍କ ଉତ୍ସାହ ଉତ୍ସବକୁ ଆହୁରି ଆକର୍ଷଣୀୟ କରିଥିଲା। ସମଗ୍ର କାର୍ଯ୍ୟକ୍ରମ ମା’ଙ୍କ ପୂଜାର ଆଧ୍ୟାତ୍ମିକ ପରିବେଶ ସହ ସାଂସ୍କୃତିକ ଉତ୍ସାହର ଏକ ସୁନ୍ଦର ସମନ୍ୱୟ ସୃଷ୍ଟି କରିଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 17, 2026 October 17, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି
ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ
ଆଞ୍ଚଳିକ ଖବର
ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରରାଜନୀତି

ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ

Odisha Lekha October 17, 2026
ଜିଲ୍ଲା ଖବର

ବେହାଲ ହେଲାଣି ଶିଶୁ ଉଦ୍ୟାନ:ଶିଶୁ ମାନଙ୍କ ସୁରକ୍ଷାକୁ ନେଇ ସୃଷ୍ଟି ହେଉଛି ପ୍ରଶ୍ନବାଚୀ

Odisha Lekha October 17, 2026
ଜିଲ୍ଲା ଖବର

ଦଶହରା ଖର୍ଚ୍ଚ ପାଇଁ ଆଡ଼ଭାନ୍ସ ନମିଳିବାରୁ ସଫେଇ କର୍ମଚାରୀଙ୍କ ଧାରଣା

Odisha Lekha October 17, 2026
ଜିଲ୍ଲା ଖବର

ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ

Odisha Lekha October 17, 2026
ଜିଲ୍ଲା ଖବର

ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ

Odisha Lekha October 16, 2026
ଜିଲ୍ଲା ଖବର

ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା

Odisha Lekha October 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?