Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବିସିସିଆଇର ମୁଖ୍ୟ ଚୟନକର୍ତ୍ତା ହେଲେ ପ୍ରଜ୍ଞାନ ଓଝା

Published October 19, 2026 ଖେଳ
SHARE

ଭୁବନେଶ୍ୱର, (ଓଡ଼ିଶା ଲେଖା): ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ ପରିବର୍ତ୍ତନ। ପୂର୍ବତନ ଭାରତୀୟ କ୍ରିକେଟର ପ୍ରଜ୍ଞାନ ଓଝାଙ୍କୁ ଭାରତୀୟ କ୍ରିକେଟ୍‌ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ପୁରୁଷ ସିନିୟର ଦଳର ମୁଖ୍ୟ ଚୟନକର୍ତ୍ତା ଭାବେ ଦାୟିତ୍ୱ ମିଳିଥିବା ଖବର ପ୍ରକାଶ ପାଇଛି। ଏହା ପୂର୍ବରୁ ସେ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଅନ୍ତରୀଣ ମୁଖ୍ୟ ଚୟନକର୍ତ୍ତା ଭାବେ କାର୍ଯ୍ୟ ତୁଲାଉଥିଲେ। ପ୍ରଜ୍ଞାନ ଓଝା ଭାରତୀୟ ଦଳ ପକ୍ଷରୁ ଟେଷ୍ଟ, ଦିନିକିଆ ଓ ଟି-୨୦ କ୍ରିକେଟ୍‌ ଖେଳି ନିଜର ପରିଚୟ ସୃଷ୍ଟି କରିଛନ୍ତି। ଜଣେ ବାମହାତୀ ସ୍ପିନର ଭାବେ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି। ଏବେ ଚୟନକର୍ତ୍ତା ଭାବେ ତାଙ୍କର ଅଭିଜ୍ଞତା ଓ ନିଷ୍ପତ୍ତି ଭାରତୀୟ ଦଳର ଭବିଷ୍ୟତ ଗଠନରେ ଗୁରୁତ୍ୱପୂର୍ଣ୍ଣ ହେବ।ତେବେ ଭାରତୀୟ ଦଳର ଚୟନ ସମିତିର ସ୍ଥାୟୀ ନିଯୁକ୍ତି ସମ୍ପର୍କରେ ବିସିସିଆଇର ଆନୁଷ୍ଠାନିକ ଘୋଷଣାକୁ ନେଇ ସ୍ପଷ୍ଟତା ଜରୁରୀ। ଆଗାମୀ ଅନ୍ତର୍ଜାତୀୟ ମ୍ୟାଚ୍‌ ଓ ପ୍ରମୁଖ ପ୍ରତିଯୋଗିତା ପାଇଁ ଭାରତୀୟ ଦଳ ଚୟନରେ ଓଝାଙ୍କ ଭୂମିକା ଉପରେ କ୍ରିକେଟ୍‌ପ୍ରେମୀଙ୍କ ନଜର ରହିବ।

Preloader Image
IMG-20261018-WA0166
IMG-20260108-WA0001
IMG-20261018-WA0101
Odisha Lekha October 19, 2026 October 19, 2026
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଗାଁ ମଞ୍ଚରେ ସମ୍ବର୍ଦ୍ଧିତ ହେଲେ ସୁନନ୍ଦା:କଂଗ୍ରେସ ସମର୍ଥିତ ଛାତ୍ରୀ ଉପସଭାପତିଙ୍କୁ ସମ୍ମାନିତ କଲେ ବିଜେପି ବିଧାୟକ
ଆଞ୍ଚଳିକ ଖବର
ଦଶହରାରେ ସଂଗ୍ରାମଙ୍କ ନିଆରା ପଦକ୍ଷେପ :ମହିଳାଙ୍କ ଓଠରେ ହସ ଫୁଟାଇଲେ ଡିଜିଟାଲ କ୍ରିଏଟର ସଂଗ୍ରାମ ଦାସ ଓ ତାଙ୍କ ପରିବାର
ସ୍ୱତନ୍ତ୍ର ଖବର
ଆପଣଙ୍କ ସଂଘର୍ଷର କାହାଣୀ, ଏବେ ‘ଓଡ଼ିଶା ଲେଖା’ରେ! Facebook | YouTube | Instagram Creator ମାନଙ୍କ ପାଇଁ ଏକ ସୁନ୍ଦର ସୁଯୋଗ!
ସ୍ୱତନ୍ତ୍ର ଖବର
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?