Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଫରେଷ୍ଟ ଓ ଅମିନ ନିଯୁକ୍ତି ପାଇଁ ବାଟ ଫିଟିଲା

Published September 4, 2025 ଶିକ୍ଷା ଓ ନିଯୁକ୍ତି
SHARE

ଓଡ଼ିଶା ଲେଖା ଅଫିସ: ନିଯୁକ୍ତି ଆଶାୟୀଙ୍କ ପାଇଁ ବଡ଼ ଖବର ।327 ଖାଲିଥିବା ପଦବୀକୁ ଛାଡ଼ି, ବାକି ସବୁ ଥିବା ପଦବୀ ପୂରଣ କରିବା ପାଇଁ ମାନ୍ୟବର ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି । ଫରେଷ୍ଟ ଓ ଅମିନ ନିଯୁକ୍ତି ପାଇଁ ପୂର୍ବରୁ ପରୀକ୍ଷା ହୋଇଥିବା ବେଳେ 327ଜଣ କପି କରିଥିବା ଯୋଗୁଁ ନୋଟିସ ଜାରି ହୋଇଥିଲା । ଏହାକୁ ନେଇ ମାମଲା ଯାଇ ହାଇକୋର୍ଟରେ ଯାଇ ପହଞ୍ଚିଥିଲା । ତେବେ ଆଜି ଅନ୍ତରୀଣ ନିର୍ଦ୍ଦେଶକୁ ହଟାଇ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଫରେଷ୍ଟ ଓ ଅମିନ ନିଯୁକ୍ତି ପାଇଁ ବାଟ ଫିଟିଥିବା ଜଣାପଡିଛି । ମାନ୍ୟବର ହାଇକୋର୍ଟଙ୍କ ଶୁଣାଣି ଉପରେ ନିଯୁକ୍ତି ପାଇବାକୁ ଆଶାୟୀ ମାନେ ଖୁସିବ୍ୟକ୍ତ କରିଥିବା ଜଣାପଡିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 4, 2025 September 4, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭୭% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଶିକ୍ଷା ଓ ନିଯୁକ୍ତି

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Odisha Lekha September 6, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?