Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବୋଡ଼ା ସାପ କାମୁଡ଼ାରେ ଛାତ୍ର ଗୁରୁତର

Published September 6, 2025 ସ୍ବାସ୍ଥ୍ୟ
SHARE

ନୟାଗଡ଼, (ଓଡ଼ିଶା ଲେଖା): ବିଦ୍ୟାଳୟରେ ଖେଳୁଥିବା ବେଳେ ଜଣେ ଛାତ୍ର ସାପ କାମୁଡ଼ାର ଶିକାର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଛାତ୍ର ଜଣଙ୍କ ହେଉଛନ୍ତି ଦଶମ ଶ୍ରେଣୀର ରାହୁଳ କୁମାର ପ୍ରଧାନ। ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଅନ୍ତର୍ଗତ ଚକ୍ରଧରପ୍ରସାଦ ହାଇସ୍କୁଲର ଗୁରୁବାର ଅପରାହ୍ନ ଖେଳଛୁଟିରେ ଦଶମ ଶ୍ରେଣୀର ଛାତ୍ର ରାହୁଳ କୁମାର ପ୍ରଧାନ ଖେଳୁଥିବା ବେଳେ ସାପ କାମୁଡ଼ାରେ ଆହତ ହୋଇଥିଲେ। ସ୍କୁଲର ଶିକ୍ଷକମାନେ ବୋଡ଼ା ସାପ ସହିତ ରାହୁଲଙ୍କୁ ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ଡକ୍ଟର ଭୁବନେଶ୍ୱର ସ୍ଥାନାନ୍ତରିତ କରିଥିବା ସୂଚନା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 6, 2025 September 6, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ

Odisha Lekha August 31, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !

Odisha Lekha August 31, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଲାଇଫ୍ କେୟାର ଡାଇଗ୍ନୋଷ୍ଟିକ୍‌ରେ ଅଲଟ୍ରାସାଉଣ୍ଡ କରୁଥିବା ସରକାରୀ ଡାକ୍ତରଙ୍କୁ ନେଇ ଅଭିଯୋଗ:ନୟାଗଡ଼ରେ ଚାଲିଛି ବେଲଗାମ ରୋଗୀ ଶୋଷଣ:କଂଗ୍ରେସ

Odisha Lekha August 29, 2026
ସ୍ବାସ୍ଥ୍ୟ

ସାୟେସା ଜନ୍ମଦିନରେ ମାଗଣା ସ୍ୱାସ୍ଥ୍ୟ ପରାମର୍ଶ:ଆଣ୍ଠୁ ଗଣ୍ଠି ଯନ୍ତ୍ରଣାରୁ ଉପଶମ ନେଲେ ଶତାଧିକ ରୋଗୀ

Odisha Lekha June 30, 2026
ସ୍ବାସ୍ଥ୍ୟ

ସାଇ ହେଲଥ କେୟାର ଓ ଫିଜିଓ ଥେରାପି କ୍ଲିନିକ୍ ଉଦଘାଟିତ

Odisha Lekha March 20, 2026
ସ୍ବାସ୍ଥ୍ୟ

ନୟାଗଡ଼ରେ ଗାଲାକ୍ସି ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର: ଗୋଟିଏ ବର୍ଷ ଶହେ କୋଟିରୁ ଉର୍ଦ୍ଧ୍ୱ ବ୍ୟବସାୟ କରି ମାଇଲଖୁଣ୍ଟ ଛୁଇଁଛି ଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ

Odisha Lekha March 6, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?