Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୟାଗଡ ଜିଲ୍ଲlରେ ୟୁରିଆ ସାର କଳାବଜାରୀ:ତିନି ଗୁଣା ଚଢା ଦରରେ ସାର କିଣୁଛନ୍ତି ଚାଷୀ:କଂଗ୍ରେସ

Published September 11, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ ଜିଲ୍ଲାରେ ୟୁରିଆ ସାର ମାତ୍ରାଧିକ କଳବଜାରୀ ଚାଲିଛି, ୟୁରିଆ ସାର ବସ୍ତା ପ୍ରତି ୮00 ରୁ ୯00 ଟଙ୍କାରେ ସରକାରୀ ଲାଇସେନ୍ସ ପ୍ରାପ୍ତ ରିଟେଲର ମାନେ ଖୁଲମଖୁଲାଚାଷୀ ମାନଙ୍କୁ ଶୋଷଣ କରୁଥିବା କଂଗ୍ରେସ ବିଧାୟକ ପ୍ରାର୍ଥୀ ବରିଷ୍ଠ ଆଇନଜୀବୀ  ରଣଜିତ ଦାଶ ଆସନ୍ତା ଗୁରୁବାର ଦିନ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିବ l ସମ୍ପ୍ରତ୍ତି ଜିଲ୍ଲାକୁ ଚଳିତ ଖରିଫରେ ଅଦ୍ୟାବଧି ୬୩00 ମେଟ୍ରିକଟନ ୟୁରିଆ ସାର ସରକାର ଯୋଗାଇ ସାରିଲେଣି,ଜିଲ୍ଲାର ୯୬ ସମବାୟ ସମିତି କୁ ମାର୍କଫେଡ଼ ମାଧ୍ୟମରେ ୧୭00 ଷ୍ଟାବିଲିଟି ୟୁରିଆ ସାର ଦିଆଯାଇ ଥିବା ବେଳେ ୪୬00 ମେଟ୍ରିକଟନ ୟୁରିଆ ସାର ଘରୋଇ ବ୍ୟବସାୟିକ ସଂସ୍ଥା ମାନଙ୍କୁ ଯୋଗାଇ ଦିଆ ସାରିଲାଣି କିନ୍ତୁ ଆଶ୍ଚର୍ଯ୍ୟର ବିଷୟ କୌଣସି ସଂସ୍ଥା ତାଙ୍କ ବ୍ୟବସାୟ ପ୍ରତିଷ୍ଠାନରେ ସେମାନେ କେତେ ପରିମାଣ ସାର ପାଇଛନ୍ତି ଆଉ ସାର ବସ୍ତା ପ୍ରତି ଧlର୍ଯ୍ୟ ଦର  ଲେଖାଥିବା ସୂଚନା ଫଳକ ନଦର୍ଶାଇ କଳାବଜାରୀ କରି ୟୁରିଆ ସାର ବସ୍ତା ପ୍ରତି ବସ୍ତା ୮00 ରୁ ୯00 ଟଙ୍କାରେ ବିକ୍ରି କରି ଚାଷୀଙ୍କୁ ଶୋଷଣ କରାଯାଉ ଥିବା ପ୍ରତିବାଦରେ ଆସନ୍ତା କାଲି ୧୧ ସେପ୍ଟେମ୍ବର ଅପରାହ୍ନ ତିନିଟା ସମୟରେ ନୟାଗଡ କଂଗ୍ରେସ ପକ୍ଷରୁ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସାମ୍ନାରେ ଚାଷୀ ମାନେ ଆନ୍ଦୋଳନ କରିବେ ବୋଲି ଆଜି ଜିଲ୍ଲାପାଳ ଙ୍କୁ ଜଣାଇ ଦିଆଯାଇଛି l ଜିଲ୍ଲା ମୁଖ୍ୟ କୃଷି ବିଭାଗୀୟ ଅଧିକାରୀ ୟୁରିଆ ସାର କଳାବଜାରୀ ରୋକିବା କ୍ଷେତ୍ରରେ ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟି ଯାଇଥିବା କଂଗ୍ରେସ ନେତା ରଣଜିତ ଦାଶ, ବ୍ଲକ କଂଗ୍ରେସ ସଭାପତି ଫକୀର ଚରଣ ମଲ୍ଲ ଏବଂ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ ପ୍ରମୁଖ ପ୍ରେସବାର୍ତାରେ ମାଧ୍ୟମରେ ସୂଚନା ଦେଇଛନ୍ତି l

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 11, 2025 September 11, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?