Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

13ରେ ହେବ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ:ଚାଲିଛି ପ୍ରଚାର ପ୍ରସାର

Published September 11, 2025 ରାଜ୍ୟ ଖବର
SHARE

ନୟାଗଡ, (ଓଡ଼ିଶା ଲେଖା): ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ ରେ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଦୁଇ ଦିନ ଧରି ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ପାଇଁ ପ୍ରଚାର କାର୍ଯ୍ୟକ୍ରମ ଅଧିକାର ମିତ୍ର ମାନଙ୍କୁ ନେଇ  ଦୁଇ ଦିନରେ ନୟାଗଡ଼, ଖଣ୍ଡପଡା, ଭାପୁର, ଗଣିଆ, ଦଶପଲ୍ଲା, ନୂଆଗାଁ, ଓଡଗାଁ,ରଣପୁର ବ୍ଲକର ସହର ବଜାର ଓ ପଂଚାୟତର ଅଧିକାଂଶ ଗ୍ରାମକୁ ଯାଇ ପ୍ରଚାର ପତ୍ର ଏବଂ ଡାକଵାଜି ଯନ୍ତ୍ର ମାଧ୍ୟମରେ ଆସନ୍ତା  ତେର (13)ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେଉଛି ବୋଲି ପ୍ରଚାର କରିଛନ୍ତି l ଅଧିକାର ମିତ୍ର କର୍ମୀମାନେ ଜନସାଧାରଣଙ୍କ ନିକଟକୁ ଯାଇ ଲୋକ ଅଦାଲତ କଣ, ସେ ସମ୍ପର୍କ ରେ ବୁଝାଇ ବାକୁ ଯାଇ କହିଛନ୍ତି କୋର୍ଟ କଚେରୀ ରେ ବିଚରା ଧୀନ ହୋଇ ରହିଥିବା ମୋକଦ୍ଦମା ଗୁଡିକର ଆପୋଷ ବୁଝାମଣା ଭିତିରେ ଫଇସଲା କରିବା ପାଇଁ ଗଠିତ ଅନୁଷ୍ଠାନ ହେଉଛି  ଲୋକଅଦାଲତ l ଲୋକ ଅଦାଲତ ରେ ସାକ୍ଷ୍ୟ, ପ୍ରମାଣ ତଥା ପାରମ୍ପରିକ ବିଚାର ପ୍ରକ୍ରିୟା ର ଦରକାର ପଡ଼େନାହିଁ l ମଧ୍ୟସ୍ଥି ବା ମିଳାମିଶା କାରୀଙ୍କ ସହାୟତା ରେ ଆପୋଷ ବୁଝାମଣl ଭିତିରେ ମୋକଦ୍ଦମା ର ଫଇସଲା କରାଯାଏ l ବିବାଦୀୟ ପକ୍ଷ କୌଣସି ମୋକଦ୍ଦମା କୁ ଯିବା ପୂର୍ବରୁ ବିବାଦର ଆଶୁସମାଧାନ ପାଇଁ ମଧ୍ୟ ଏହି ଲୋକ ଅଦାଲତ ର ସହାୟତା ଲୋଡି ପାରିବେ l ଏଠି ଉଲ୍ଲେଖ ଯୋଗ୍ୟ ଯେ, ଯଦି ଲୋକ ଅଦାଲତ ମାଧ୍ୟମରେ କୌଣସି ମୋକଦମ ର ଫଇସଲା ହୁଏ, ତେବେ ମୋକଦମାକାରି କୋର୍ଟ ଫି (ମୋକଦମl ଖର୍ଚ୍ଚ )ବାବଦକୁ ପୈଠ କରିଥିବା ଟଙ୍କା ଫେରିପାଇବେ ଏଵଂ ଲୋକ ଅଦାଲତ ଙ୍କ ନିଷ୍ପତି /ରାୟ ବିରୁଦ୍ଧରେ କୌଣସି ପକ୍ଷ ଆଉ ଅପିଲ କରିପାରିବେ ନାହିଁ l ତାଲୁକ ସ୍ତରରେ, ଜିଲ୍ଲା ସ୍ତରରେ, ରାଜ୍ୟ ସ୍ତରରେ ଏବଂ ହାଇକୋର୍ଟ ସ୍ତରରେ ଏହି ଲୋକ ଅଦାଲତ ର ଆୟୋଜନ କରାଯାଇ ହଜାର,ହଜାର  ମୋକଦମା ର ଫଇସଲା କରାଯାଉଛି ବୋଲି କହିଛନ୍ତି l ଏହି ପ୍ରଚାର କାର୍ଯ୍ୟରେ ଅଧିକାର ମିତ୍ର, ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ସୋନାଲିକା ପଟ୍ଟନାୟକ, ଆନନ୍ଦ ନାୟକ, ପ୍ରମୋଦ କୁମାର ମହାନ୍ତି, ବନ୍ଦନା  ବିଶ୍ୱାଳ,ପ୍ରକାଶ ଦଳେଇ ,ରୋନିତ ଦଳେଇ, ରମେଶ ବେହେରା, ଜିନୁ ସାହୁ, ବିଷ୍ଣ ଚରଣ ପଟନାୟକଙ୍କ, ଅନୁପମା ରାଉତ, ସୁରେନ୍ଦ୍ର ନାୟକ, ପରଜ୍ଞା ରଥ,ମମତା ସାହୁ,ବର୍ଷଆରଣି ପଣ୍ଡା,ଏବଂ ପ୍ରାଧି କରଣ କର୍ମଚାରୀ ପବନ କୁମାର ବେହେରା, ପ୍ରଶାନ୍ତ କୁମାର ସାହୁ ପ୍ରମୁଖ ସାମିଲ ହୋଇଥିଲେ l

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 11, 2025 September 11, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?