Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭିଜିଲାନ୍ସ ଜାଲରେ ତହସିଲଦାର

Published September 12, 2025 ଅପରାଧ
SHARE

ଓଡ଼ିଶା ଲେଖା ଅଫିସ୍: ଲାଞ୍ଚ ନେଉଥିଲେ ସାବଧାନ, ଛକି ରହିଛି ଭିଜିଲାନ୍ସ । କେତେ ବେଳେ ବି ଆପଣ ଭିଜିଲାନ୍ସ ଜାଲରେ ପଡିପାରନ୍ତି। ଏ ଯେମିତି ଗୋଟିଏ ଦିନରେ ତିନିଟି ଜାଗାରେ ଭିଜିଲାନ୍ସ ଟିମ୍ ଜାଲରେ ପଡିଛନ୍ତି ଦୁର୍ନୀତି ଖୋର ସରକାରୀ କର୍ମଚାରୀ। ଲାଞ୍ଚ ନେବା ସମୟରେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ।

ସୂଚନାନୁସାରେ, ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ । ହେଲେ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ ।

ତହସିଲଦାରଙ୍କ ଡ୍ରାଇଭର ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ଲାଞ୍ଚ ପାଇଁ ୧୫ ହଜାର ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ। ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ପ୍ରବିନ କୁମାରକୁ ଅଟକ ରଖିଛି ଭିଜିଲାନ୍ସ । ଘଟଣାର ଯାଞ୍ଚ ପରେ ପରବର୍ତ୍ତୀ କାର୍ୟ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ତହସିଲଦାରଙ୍କ ଘରୁ ସୁନା ଅଳଙ୍କାର ନଗଦ ଟଙ୍କା ମଧ୍ୟ ଜବତ କରିଛି ଭିଜିଲାନ୍ସ ଟିମ୍।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 12, 2025 September 12, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?