Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଚକି ପେଶିବାକୁ ଗଲେ ଲେବର ଅଫିସର୍

Published September 12, 2025 ଅପରାଧ
Oplus_16908288
SHARE

ନୟାଗଡ଼, (ଓଡ଼ିଶା ଲେଖା): ଚକି ପେଶିବାକୁ ଗଲେ ନୟାଗଡ ଜିଲ୍ଲାର ଲେବର ଅଫିସର୍। ଲେବର କାର୍ଡ କରିଦେବାକୁ ନେଉଥିଲେ ଲାଞ୍ଚ। ମାଡ଼ି ବସିଲା କଟକ ଭିଜିଲାନ୍ସ ଟିମ୍। ରେଡ୍ ହ୍ୟାଣ୍ଡରେ ଲେବର ଅଫିସରଙ୍କୁ ଧରିଲା ଭିଜିଲାନ୍ସ ଟିମ । ଭିଜିଲାନ୍ସ ଟିମ ଲେବର ଅଫିସରଙ୍କୁ ଗିରଫ କରିଥିବା ଜଣାପଡିଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲାର ଲେବର ଅଫିସର ଭାବେ କାର୍ଯ୍ୟ କରିଆସୁଥିବା ଚିତ୍ତରଞ୍ଜନ ରାଉତ ୩ ବର୍ଷ ହେଲା ଲେବର ଅଫିସରେ ମନମୁଖୀ କାର୍ଯ୍ୟ ଚଳେଇ ଆସୁଥିଲେ । କାହାରି କଥାକୁ ଖାତିର କରୁନଥିଲେ । ଯିଏ ତାଙ୍କ ନାମରେ ଅଭିଯୋଗ କରୁଥିଲା, ତାଙ୍କ ନାମରେ ମିଛ କେସ ଦେଇ ହଇରାଣ ହରକତ କରୁଥିଲେ । ନୟାଗଡ଼ ଜିଲ୍ଲାର ହଜାର ହଜାର ଲେବର ମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସରକାରୀ ଅନୁଦାନ ଆସୁଥିବା ବେଳେ (ଡ଼ିଏଲଓ) ଜିଲ୍ଲା ଲେବର ଅଫିସର ଚିତ୍ତରଞ୍ଜନ ରାଉତ ଅନୁଦାନ ହଡ଼ପ କରିବା ଲାଞ୍ଚ ନେଉଥିବା ନେଇ ଅଭିଯୋଗ ହେଇଆସୁଥିଲା । କଥାରେ ଅଛି ଚୋର ଘର ସଦାବେଳେ ଅନ୍ଧାର ନଥାଏ, ସେହି ନ୍ୟାୟରେ ଶୁକ୍ରବାର ଦିନ ଜଣେ ଶ୍ରମିକ ନେତାଙ୍କ ଠାରୁ ୩0 ଜଣଙ୍କ ପାଇଁ ଲେବର କାର୍ଡ କରିଦେବା ପାଇଁ 6000ଟଙ୍କା ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡରେ ଧରିଲେ ଭିଜିଲାନ୍ସ ଟିମ । ଭିଜିଲାନ୍ସ ଜବତ 6000ଟଙ୍କା ସହ ଜିଲ୍ଲା ଶ୍ରମ କାର୍ଯ୍ୟାଳୟରେ ଚଢ଼ାଉ, ସେହିପରି ରାଉତ ବାବୁ ରହୁଥିବା ଭଡ଼ା ଘରେ ମଧ୍ୟ ଚଢ଼ାଉ କରି ବିଭିନ୍ନ କାଗଜ ପତ୍ର ଜବତ କରିଥିଲା ।ଏମିତିକି ଚଢ଼ାଉ ସମୟରେ ଘରୁ ଦୁଇଟି ଖାମରେ ଟଙ୍କା ଥିବାର ଦେଖିବାକୁ ପାଇ ଭିଜିଲାନ୍ସ ଟିମ ଜବତ କରିଥିବା ଜଣାପଡିଛି । ଭିଜିଲାନ୍ସ ଟିମ ପଚାର ଉଚୁରା ପରେ ଜିଲ୍ଲା ଲେବର ଅଫିସର ଚିତ୍ତରଞ୍ଜନ ରାଉତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 12, 2025 September 12, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ନୟାଗଡ଼ରେ ଛାଉଣୀ ପୋଲିସ: ବିଜେପି ନେତାଙ୍କ ଚିରା ହୋଇଛି ପୋଷ୍ଟର:ଜିଲ୍ଲା ପୋଲିସର ପାରିପାର୍ଶ୍ୱିକ ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ

Odisha Lekha August 28, 2026
ଅପରାଧଜିଲ୍ଲା ଖବର

୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ଗଞ୍ଜେଇ ଚାଲାଣ ସହ ରହିଛି ନୟାଗଡ଼ ଲିଙ୍କ:୮ ଗିରଫ

Odisha Lekha August 26, 2026
ଅପରାଧଜିଲ୍ଲା ଖବର

ରାସ୍ତା କଡ଼ରୁ ମୃତଦେହ ଉଦ୍ଧାର:ଗ୍ୟାସ୍ ପାଇଁ ଯାଇ ଶବ ହେଇ ଫେରିଲେ ନିରଞ୍ଜନ: ପରିବାର ଲୋକ ଆଣିଲେ ସାଂଘାତିକ ଅଭିଯୋଗ

Odisha Lekha August 19, 2026
ଅପରାଧ

କଙ୍ଗାରୁକୋର୍ଟର କରୁଣ ପରିଣତି:ନଳକୂପ ଚାବିରେ ବାଡ଼େଇ ବାଡ଼େଇ ହତ୍ୟା:୨ଘଣ୍ଟା ପରେ ଡାହୁକା ନଦୀରୁ ମୃତ ଦେହ ଉଦ୍ଧାର:ପୋଲିସର ଛାନଭିନ ଆରମ୍ଭ

Odisha Lekha July 7, 2026
ଅପରାଧ

ବୟସ୍କ ବ୍ୟକ୍ତିକୁ ବାଡ଼େଇ ବାଡ଼େଇ ହତ୍ୟା:ହତ୍ୟାକାରୀ ଗାଁ ଛାନଭିନ କରୁଛି ପୋଲିସ

Odisha Lekha July 1, 2026
ଅପରାଧ

ଗୋଡିଗଦା ମୃତ ଦେହ ଉଦ୍ଧାର:ଦୁର୍ଘଟଣା ନା ହତ୍ୟା !

Odisha Lekha June 28, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?