Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ବସିବ ସର୍ବଦଳୀୟ ବୈଠକ

Published September 15, 2025 ରାଜ୍ୟ ଖବର
SHARE

ଭୁବନେଶ୍ୱର, (ଓଡ଼ିଶା ଲେଖା): ସେପ୍ଟେମ୍ବର 16ରେ ବସିବ ସର୍ବଦଳୀୟ ବୈଠକ । ମୌସୁମୀ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ 16ତାରିଖ ଦିନ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ । ଏହି ବୈଠକରେ କିପରି ଶାନ୍ତି ଶୃଙ୍ଖଳାର ସହ ମୌସୁମୀ ଅଧିବେଶନ ଚାଲିବ ସେ ନେଇ ଆଲୋଚନା ହେବ । ସେପ୍ଟେମ୍ବର 18ତାରିଖରୁ 25ତାରିଖ ପର୍ଯ୍ୟନ୍ତ ମୌସୁମୀ ଅଧିବେଶନ ଚାଲିବ । ବିଧାନସଭାରେ 7ଟି କାର୍ଯ୍ୟ ଦିବସ ରହିଥିବା ବେଳେ ବିଭାଗୀୟ ସଚିବ ମାନଙ୍କ ପାଇଁ ନିର୍ଦ୍ଦେଶନାମା ଜାରି ହୋଇଛି । ମୁଖ୍ୟ ଶାସନ ସଚିବ ବିଧାନସଭାରେ ଉତଥାପନ ପ୍ରସଙ୍ଗର ସମସ୍ତ ଉତ୍ତର ଠିକ ଭାବେ ଦେବାକୁ କୁହାଯାଇଛି । ବ୍ୟକ୍ତିଗତ ଧ୍ୟାନ ଦେବା ସହ ଅଫିସର ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ବିଭାଗର ସଚିବ ମାନେ ବିଦେଶ ଯାତ୍ରାରୁ ନିବୃତ ରହିବା ପାଇଁ କଡ଼ା ନିର୍ଦ୍ଦେଶ ରହିଛି । ରାଜ୍ୟ ବାହାରକୁ ଗସ୍ତ କରିବା ଯଥା ସମ୍ଭବ ସମିତି କରିବାକୁ କୁହାଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 15, 2025 September 15, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?