Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ନୂଆଦିଲ୍ଲରେ କୌଣସି ଆଲୋଚନା ହୋଇନାହିଁ: ମନମୋହନ

Published July 26, 2025 ରାଜନୀତି
SHARE

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଦିଲ୍ଲୀରୁ ଫେରିବା ପରେ ସେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣକୁ ନେଇ ଏକ ବଡ଼ କଥା କହିଦେଇଛନ୍ତି। ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ। ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ।ଖୁବ୍‌ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ। ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନା ହେବ ବୋଲି ସେ ସୂଚନା ଦେଇଛନ୍ତି।ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।
ତେବେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସଂପର୍କରେ ସେ କହିଛନ୍ତି, ଏବେ ସେଭଳି କୌଣସି ସମ୍ଭାବନା ନାହିଁ। ଏନେଇ ନୂଆଦିଲ୍ଲୀରେ କୌଣସି ଆଲୋଚନା ମଧ୍ୟ ହୋଇନାହିଁ। ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
odishalekha July 26, 2025 July 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ରାଜନୀତି

ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?

Odisha Lekha July 14, 2026
ରାଜନୀତି

ବିଜେପି ନେତ୍ରୀଙ୍କ ଜାଲି ଦସ୍ତଖତ ପ୍ରସଙ୍ଗ:ପ୍ରତିକ୍ରିୟା ରଖିଲେ କଂଗ୍ରେସର ଜିଲ୍ଲା ସଭାପତି

Odisha Lekha July 6, 2026
ରାଜନୀତି

ମାନବିକତା ଦେଖାଇଲେ ବ୍ଲକ୍ ଉପାଧ୍ୟକ୍ଷା:ସ୍ଥଗିତ ରହିଲା ଅହୋରାତ୍ର ଧାରଣା

Odisha Lekha June 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?