Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଆଣିଲା କଂଗ୍ରେସ

Published September 18, 2025 ସ୍ୱତନ୍ତ୍ର ଖବର
SHARE

ଓଡ଼ିଶା ଲେଖା ଅଫିସ: ବର୍ତ୍ତମାନର ବଡ଼ ଖବର । ସରକାରଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଆଣିଲା କଂଗ୍ରେସ । ଏହି ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇଛି ସିପିଆଇଏମ । ରାଜ୍ୟର ଚର୍ଚ୍ଚାର ବିଷୟ ପାଲଟିଛି ମୌସୁମୀ ଅଧିବେଶନର ପ୍ରଥମ ଦିନରୁ କଂଗ୍ରେସ ଆଣିଛି ସରକାରଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ । ରାଜ୍ୟ ସରକାର ରାଜ୍ୟବାସୀଙ୍କୁ ସୁଶାସନ ଦେବାରେ ବିଫଳ ହୋଇଥିବାରୁ କଂଗ୍ରେସ ଅନାସ୍ତା ପ୍ରସ୍ତାବ ଆଣିଛି । ତେବେ କଂଗ୍ରେସ ଅନାସ୍ତା ପ୍ରସ୍ତାବ ଆଣିଥିବା ବେଳେ ଭବିଷ୍ୟତକୁ ନଜର ରଖି ବିଜେଡ଼ିର ସମର୍ଥନ କଂଗ୍ରେସ ଲୋଡିପାରେ ବୋଲି ଆଲୋଚନା ଯୋର ଧରିଛି । ଦୀର୍ଘ ପନ୍ଦର ମାସରୁ ଉର୍ଦ୍ଧ୍ୱ ସମୟରେ ରାଜ୍ୟ ସରକାରଙ୍କ ବିଫଳତାକୁ ପାଥେୟ କରି କଂଗ୍ରେସର ବିଧାୟକମାନେ ଅନାସ୍ତା ଆଣିଛନ୍ତି । ଏବଂ ବର୍ତ୍ତମାନର ଯାହା ଖବର ସିପିଆଇଏମ ବିଧାୟକ ସମର୍ଥନ କରିଥିବା ମଧ୍ୟ ଜଣାପଡିଛି । ବିଜେଡ଼ି ସମର୍ଥନ ଲୋଡ଼ିବା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚାମ୍ବରରେ ପହଞ୍ଚିଛନ୍ତି କଂଗ୍ରେସ ବିଧାୟକମାନେ ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ ଓଡ଼ିଶା ଲେଖା ଅଫିସ:ବର୍ତ୍ତମାନର ବଡ଼ ଖବର । ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ । ଏହି ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇଛି ସିପିଆଇଏମ । ରାଜ୍ୟର ଚର୍ଚ୍ଚାର ବିଷୟ ପାଲଟିଛି ମୌସୁମୀ ଅଧିବେଶନର ପ୍ରଥମ ଦିନରୁ କଂଗ୍ରେସ ଆଣିଛି ସରକାରଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ । ତେବେ କଂଗ୍ରେସ ଅନାସ୍ତା ପ୍ରସ୍ତାବ ଆଣିଥିବା ବେଳେ ଭବିଷ୍ୟତକୁ ନଜର ରଖି ବିଜେଡ଼ିର ସମର୍ଥନ କଂଗ୍ରେସ ଲୋଡିପାରେ ବୋଲି ଆଲୋଚନା ଯୋର ଧରିଛି । ଦୀର୍ଘ ପନ୍ଦର ମାସରୁ ଉର୍ଦ୍ଧ୍ୱ ସମୟରେ ରାଜ୍ୟ ସରକାରଙ୍କ ବିଫଳତାକୁ ପାଥେୟ କରି କଂଗ୍ରେସର ବିଧାୟକମାନେ ଅନାସ୍ତା ଆଣିଛନ୍ତି । ଏବଂ ବର୍ତ୍ତମାନର ଯାହା ଖବର ସିପିଆଇଏମ ବିଧାୟକ ସମର୍ଥନ କରିଥିବା ମଧ୍ୟ ଜଣାପଡିଛି । ତେବେ ଆଲୋଚନା କଣ ହେଉଛି ତାହା ଉପରେ ଓଡ଼ିଶା ବାସୀଙ୍କ ନଜର ରହିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 18, 2025 September 18, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
ସ୍ୱତନ୍ତ୍ର ଖବର

ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ

Odisha Lekha July 14, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?