Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • Home
  • Contact Us
  • About Us
© 2025 -Odisha Lekha. All Rights Reserved.

କନ୍ଧମାଳ ସଂସଦୀୟ କ୍ଷେତ୍ର: ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ସମୀକ୍ଷା ବୈଠକ

Published September 18, 2025 ରାଜ୍ୟ ଖବର
SHARE

ନୟାଗତ, (ଓଡ଼ିଶା ଲେଖା): କନ୍ଧମାଳ ସଂସଦୀୟ କ୍ଷେତ୍ରର ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀଙ୍କର ଅଧ୍ଯକ୍ଷତାରେ ନୟାଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଯୁଗ୍ମ ନିର୍ଦ୍ଦେଶକ (ଡି.ପି.ଏମ.ୟୁ.) ବିଦ୍ୟାଧର ନାୟକ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ବୈଠକରେ ଜିଲ୍ଲାପାଳ ସଂସଦ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ବୈଠକକୁ ସ୍ବାଗତ କରିଥିଲେ । ମାନ୍ୟବର ସାଂସଦ ବିଭିନ୍ନ ପ୍ରସଙ୍ଗରେ ଯଥା ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଜଳସେଚନ, ହସ୍ତତନ୍ତ, ପ୍ରାଣୀ ଚିକିତ୍ସା ସମ୍ବନ୍ଧୀୟ ଓ ବିଭିନ୍ନ ଉନ୍ନୟନମୂଳକ ଯୋଜନା ବିଷୟରେ ତାଙ୍କର ସଭାଖଣ୍ଡ ଦଶପଲ୍ଲା ଉପରେ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଦଶପଲ୍ଲା ବିଧାନସଭା ଖଣ୍ଡ ମଧ୍ୟରେ ଆସୁଥିବା ୩ଗୋଟି ବ୍ଲକ (ଗଣିଆ,ନୂଆଗାଁ, ଦଶପଲ୍ଲା)ରେ ଅତିକମରେ ୨୦ଜଣ (ବ୍ଲକ ପିଛା)ୟୁବ ଉଦ୍ୟୋଗୀ ସୃଷ୍ଟି କରିବା ପାଇଁ ସମସ୍ତ ଅଧିକାରୀଙ୍କୁ ଅନୁରୋଧ କରିଥିଲେ ।

ଏହା ସମ୍ଭବ ହୋଇପାରିଲେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ “Vocal for Local” ଉଦ୍ଦେଶ୍ୟ ସାକାର ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ଏହା ସହିତ ସରକାରଙ୍କର ସମସ୍ତ ଯୋଜନାଗୁଡ଼ିକୁ ଲୋକାଭିମୁଖୀ କରିବା ଓ ନୂତନ ରୋଜଗାର ସୃଷ୍ଟି କରିବା ଉପରେ ମାନ୍ୟବର ସାଂସଦ ଗୁରୁତ୍ଵ ଦେଇଥିଲେ । ତାଙ୍କର ସଭାଖଣ୍ଡ ଦଶପଲ୍ଲା ଏକ ଆକାକ୍ଷୀ ବ୍ଲକ ହୋଇଥିବାରୁ ଏହାର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଚେଷ୍ଟା କରିବାକୁ ସେ ସମସ୍ତ ଅଧିକାରୀଙ୍କୁ ଅନୁରୋଧ କରିଥିଲେ । ପରିଶେଷରେ ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ ମାନ୍ୟବର ସାଂସଦ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Preloader Image
IMG-20260411-WA0004
IMG-20260330-WA0039
IMG-20260108-WA0001
Odisha Lekha September 18, 2025 September 18, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ
ସ୍ୱତନ୍ତ୍ର ଖବର
ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?
ରାଜନୀତି
ପ୍ରିୟଦିନି ଫାଉଣ୍ଡେସନର ତୃତୀୟ ପ୍ରତିଷ୍ଠା ଦିବସ
ସ୍ୱତନ୍ତ୍ର ଖବର
ବିଶ୍ୱନାଥ ପଣ୍ଡିତ ପାଠାଗାରର ଶୁଭ ଉଦଘାଟନ:ଯୁବ ପ୍ରକାଶକଙ୍କୁ ସମ୍ବର୍ଦ୍ଧନା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ଅପରାଧରାଜ୍ୟ ଖବର

ନୟାଗଡ଼ ପାଣ୍ଡରାସିଂଘା ଛକରେ ଯୁବକଙ୍କୁ ଗୁଳି ମାଡ଼:ଯୁବକ ମୃତ:ଚାପା ଉତ୍ତେଜନା

Odisha Lekha June 14, 2026
ରାଜ୍ୟ ଖବର

ଆରକ୍ଷୀ ଅଧିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

Odisha Lekha May 28, 2026
ରାଜ୍ୟ ଖବର

ପୁଣି ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

Odisha Lekha May 25, 2026
ରାଜ୍ୟ ଖବର

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କଲା ନୟାଗଡ଼ ଜିଲ୍ଲା ପ୍ରଶାସନ

Odisha Lekha May 24, 2026
ରାଜ୍ୟ ଖବର

ଆଇପିଏସ୍ ସ୍ତରରେ ବଡ଼ ଧରଣର ବଦଳି:ନୟାଗଡ଼ର ନୂତନ ଆରକ୍ଷୀ ଅଧିକ୍ଷକ ପରମାର ସ୍ମିତ ପୁରୁଷୋତ୍ତମଦାସ

Odisha Lekha May 24, 2026
ରାଜ୍ୟ ଖବର

ବିଦ୍ୟୁତ୍ କାଟକୁ ନେଇ ଅରୁଣଙ୍କ ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ କରିବ ବିଜେଡ଼ି

Odisha Lekha May 23, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?