Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରାଜ୍ୟପାଳଙ୍କ ଠାରୁ ସମ୍ବର୍ଦ୍ଧିତ ହେଲେ ସଦାଶିବ

Published September 19, 2025 ସ୍ୱତନ୍ତ୍ର ଖବର
Oplus_16908288
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲା ଗଣିଆ ବ୍ଳକ ଅନ୍ତର୍ଗତ କିଶୋରପ୍ରସାଦ ଗ୍ରାମର ସଦାଶିବ ମିଶ୍ରଙ୍କୁ ମହାମହିମ ରାଜ୍ୟପାଳ ପୁରସ୍କୃତ କରିଛନ୍ତି । ସଦାଶିବ ମିଶ୍ର ଗଣିଆ ବ୍ଳକର ପୂର୍ବତନ ବ୍ଳକ ଅଧ୍ୟକ୍ଷ ତଥା ଗଣିଆ ଅଂଚଳର ଜଣେ ଆଗଧାଡ଼ିର ସମାଜସେବୀ ଭାବେ ବେଶ ପରିଚିତ । ଶ୍ରୀ ମିଶ୍ର ରାଜନୈତିକ କ୍ଷେତ୍ରରେ ନିଜ ଅଂଚଳପାଇଁ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକରି ପ୍ରଂଶାସା ସାଉଁଟିଥିବାବେଳେ ସେବା ଓ ଶିକ୍ଷା କ୍ଷେତ୍ରରେ ମଧ୍ୟ ତାଙ୍କର ଅବଦାନ ଅତୁଳନୀୟ । ଗଣିଆ ଅଂଚଳରେ ଥିବା ଅସହାୟ ନିଷ୍ପେସିତ ଓ ଗରୀବ ରୋଗୀଙ୍କୁ ସେ ବିଭିନ୍ନ ସଂଗଠନ ମାଧ୍ୟମରେ ସହାୟତା ପ୍ରଦାନ କରିଥିବାବେଳେ ଶିକ୍ଷାରୁ ବଂଚିତ ହେଉଥିବା ଅବହେଳିତ ଛାତ୍ରଛାତ୍ରୀମାନଙ୍କ ପାଇଁ ଉତମ ଶିକ୍ଷାଲାଭ ପାଇ ସେ ସବୁବେଳେ ଚେଷ୍ଟିତ । ସେବାକ୍ଷେତ୍ରରେ ଉଲେଖନୀୟ ଅବଦାନ ପାଇଁ ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପତି ତାଙ୍କୁ ଏହି ସମ୍ବର୍ଦ୍ଧିତ ଜ୍ଞାପନ କରିଛନ୍ତି । ମାନପତ୍ର ସହିତ ଉପଢୌକନ ଦେଇ ଏକ ବର୍ଣ୍ଣାଢ୍ୟ ସମାରୋହରେ ସମ୍ବର୍ଦ୍ଧିତ କରାଯାଇଥିଲା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 19, 2025 September 19, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ହିଂସା:ଗୁରୁତର ଆହତ କଂଗ୍ରେସ କର୍ମୀ ପ୍ରହଲ୍ଲାଦଙ୍କୁ ଭେଟିଲେ ଅରୁଣ ସାହୁ
ଜିଲ୍ଲା ଖବର
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?