Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

୩୧.୫୦ ଲକ୍ଷ ଟଙ୍କାର ଠକେଇ କରି ଗିରଫ ହେଲେ ଅଭିନେତା

Published July 26, 2025 ମନୋରଞ୍ଜନ
SHARE

ଉଧାର ଟଙ୍କା ନେଇ କରଜ ସୁଝି ନପାରିବା ଓଡିଆ ଫିଲ୍ମ ହିରୋଙ୍କୁ ମହଙ୍ଗା ପଡିଛି । ଓଲିଉଡ଼ ଅଭିନେତାଙ୍କୁ ଗିରଫ କରିଛି ପୋଲିସ୍ । ‘ବଦମାସ ଟୋକା’ ଫିଲ୍ମର ହିରୋ ଉଦୟନ ଅପରାଜିତଙ୍କୁ ବାନ୍ଧିଛି ପୋଲିସ । ଭୁବନେଶ୍ବର ବଡଗଡ ଥାନାରେ ହୋଇଥିବା ଅଭିଯୋଗ ଆଧାରରେ ଗିରଫ କରିଛି କମିଶନରେଟ୍ ପୋଲିସ । ସେ ହେଲେ ମଞ୍ଚେଶ୍ୱର ଥାନା ପଳାଶୁଣୀରେ ରହୁଥିବା ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବଡ଼ମଙ୍ଗଳପୁରର ଉଦୟନ ଅପରାଜିତ୍‌ (୪୦)। କୋର୍ଟଚାଲାଣ ପରେ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଯାଇଛି। ଉଦୟନ ଓଡ଼ିଆ ଆଲବମ୍‌ ଓ ଚଳଚ୍ଚିତ୍ର ସହ କନ୍ନଡ ଫିଲ୍ମରେ ଅଭିନୟ କରିଛନ୍ତି। ତେବେ ଠକେଇର ଶିକାର ହୋଇଥିବା ସରୋଜ କୁମାର ସାହୁ ଅଭିଯୋଗ ଅନୁସାରେ, ସେ ବରମୁଣ୍ଡା ଅଞ୍ଚଳରେ ପରିବାର ସହ ରୁହନ୍ତି। ୨୦୨୧ ଅକ୍ଟୋବର ୨୬ରେ ତାଙ୍କୁ ଉଦୟନ ଦେଖାକରି ଷ୍ଟିଲ ପ୍ରୋଜେକ୍ଟ କାର୍ଯ୍ୟର ଉନ୍ନତୀକରଣ ଲାଗି ୩୧.୫୦ ଲକ୍ଷ ଟଙ୍କା ଧାର ସୂତ୍ରରେ ନେଇଥିଲେ। ଏନେଇ ଉଭୟଙ୍କ ମଧ୍ୟରେ ଚୁକ୍ତିପତ୍ର ମଧ୍ୟ ହୋଇଥିଲା। ତେବେ ଏହି ଟଙ୍କା ଫେରାଇବା ପାଇଁ ଉଦୟନ ଏକ ବ୍ୟାଙ୍କ ଚେକ୍‌ ଦେଇଥିବାବେଳେ ଟଙ୍କା ନ ଥିବାରୁ ତାହା ନାକଚ୍‌ ହୋଇଯାଇଥିଲା। ସରୋଜ ଅନେକଥର ଉଦୟନଙ୍କୁ ଯୋଗାଯୋଗ କରି ଟଙ୍କା ମାଗିଥିଲେ ମଧ୍ୟ ସେ ଫେରାଉ ନ ଥିଲେ। ଏପରିକି ଉଦୟନ ଧମକ ଦେଇଥିଲେ। ଅନ୍ୟ କୌଣସି ଉପାୟ ନପାଇ ଅଭିଯୋଗକାରୀ ସରୋଜ ସାହୁ ଶେଷରେ ଥାନାର ଦ୍ଵାରସ୍ଥ ହୋଇଥିଲେ ।ଅଭିଯୋଗକାରୀଙ୍କ ସହଯୋଗୀଙ୍କ କହିବା ଅନୁସାରେ, ଉଦୟନ ଅପରାଜିତ ଅନେକ ସିନେମା ଓ ଆଲବମ କରିଛନ୍ତି । ବେସ ଓଲିଉଡର ଜଣେ ଅଭିନେତା ହୋଇ ଏପରି ଠକେଇ କରି ବନ୍ଧା ହେବା ଓଲିଉଡ ଫିଲ୍ମ ଜଗତ ପାଇଁ ଏକ ଲଜ୍ଜାକର ଘଟଣା ।

Preloader Image
IMG-20260815-WA0003
IMG-20260108-WA0001
odishalekha July 26, 2025 July 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ମନୋରଞ୍ଜନ

ମିଠା ମିଠା ଗୀତର ସଂଜରେ: ଗୀତ ଶୁଣି ମଜ୍ଜା ଉଠାଇଲେ ଦର୍ଶକ

Odisha Lekha June 14, 2026
ମନୋରଞ୍ଜନ

ଜିଲ୍ଲା ମହୋତ୍ସବ ଚତୁର୍ଥ ସନ୍ଧ୍ୟା:ନୟଗଡ଼ିଆ ବୋଲି ଗର୍ବ କରୁଛେ:ରମେଶ ଦିପ୍ତିରେଖାଙ୍କ କଣ୍ଠ ସ୍ଵରରେ ଝୁମିଲେ ଦର୍ଶକ

Odisha Lekha December 28, 2025
ମନୋରଞ୍ଜନସ୍ୱତନ୍ତ୍ର ଖବର

ଜିଲ୍ଲା ମହୋତ୍ସବର ତୃତୀୟ ସନ୍ଧ୍ୟା:ମଞ୍ଚରେ ଉଠିଲା ମେଡିକାଲ କଲେଜ ନିର୍ମାଣ ଦାବି:ଲୋକଙ୍କ ମତ ଅନୁସାରେ ହେବ ମେଡିକାଲ୍ କଲେଜ:ଦୁଷ୍ମନ୍ତ

Odisha Lekha December 27, 2025
ମନୋରଞ୍ଜନ

ସାଇ ଶିକ୍ଷା ନିକେତନର ପ୍ରଥମ ବାର୍ଷିକ ଉତ୍ସବ:ଛାତ୍ରଛାତ୍ରୀଙ୍କ ପାଖରେ ଅତିରିକ୍ତ ଭାବେ ଶିକ୍ଷକ ଶିକ୍ଷୟତ୍ରୀଙ୍କ ଭୂମିକା ଅଭିଭାବକ ମାନେ ତୁଲାଇବାର ଆବଶ୍ୟକ:ଅରୁଣ

Odisha Lekha December 26, 2025
ମନୋରଞ୍ଜନସ୍ୱତନ୍ତ୍ର ଖବର

ନୟାଗଡ଼ ଜିଲ୍ଲା ମହୋତ୍ସବ ପଲିଶ୍ରୀ ମେଳା, କୃଷି ଓ ଯନ୍ତ୍ରପାତି ମେଳା ଓ ପୁସ୍ତକ ମେଳା-୨୦୨୫ ଉଦଘାଟିତ: ନୟାଗଡ଼ ମାଟି ସହ କଳା ସଂସ୍କୃତି ଐତିହ୍ୟ ପରି ପୁରକ ଭାବେ ଜଡ଼ିତ:ମନ୍ତ୍ରୀ

Odisha Lekha December 25, 2025
ମନୋରଞ୍ଜନ

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ୩୧ତମ ବାର୍ଷିକ ଉତ୍ସବ:ବିଦ୍ୟା ମନ୍ଦିରର ମୁଖପତ୍ର ‘ରୁକ୍ଷୀଫୁଲ’ ଉନ୍ମୋଚନ

Odisha Lekha December 21, 2025
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?