Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆଜିଠୁ ନୟାଗଡ଼ରେ ଖୋଲିବ “ଅପର୍ଣ୍ଣା” ଗାରମେଣ୍ଟ

Published September 22, 2025 ବାଣିଜ୍ୟ ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ସହରରେ ଖୋଲିବାକୁ ଯାଉଛି ଆଉ ଏକ ଅତ୍ୟାଧୁନିକ ଗାରମେଣ୍ଟ ବଜାର। ନୟାଗଡ଼ ବାସୀଙ୍କୁ ଦୀର୍ଘ ଦିନ ଧରି ଗାରମେଣ୍ଟ ବଜାରରେ ସୁବିଧା, ସୁଯୋଗ ଓ କ୍ୱାଲିଟ କପଡା କିମ୍ବା ପ୍ୟାଣ୍ଟ ସାଟ, କୀଡୀସ ଓୟାର, ଲେଡ଼ିଜ ଓୟାର ଯୋଗାଇ ଆସୁଥିବା ଅଳକା ଗାରମେଣ୍ଟର ଆଉ ଏକ ଅତ୍ୟାଧୁନିକ ଗାରମେଣ୍ଟ ବଜାର “ଅପର୍ଣ୍ଣା” ସୋରୁମ ଆଜି ନୟାଗଡ଼ ଓଡ଼ଗାଁ ରୋଡ଼ ତ୍ରିନାଥ ଛକ ନିକଟରେ ଖୋଲିବାକୁ ଯାଉଛି। ଜଣାଶୁଣା ବ୍ୟବସାୟୀ ତଥା ସମାଜସେବୀ ରାଧେଶ୍ୟାମ ଭାଇଙ୍କ ଅତ୍ୟାଧୁନିକ ଗାରମେଣ୍ଟ ସୋରୁମ ଆଜି ତା 22ରିଖ ସୋମବାର ସକାଳ 9ଟା ସମୟରେ ମହା ଆଡମ୍ବର ସହ ଉଦଘାଟନ ହେବାକୁ ଯାଉଛି। ଉଦଘାଟନ ସମୟରେ ବହୁ ଜନସାଧାରଣ ଯୋଗ ଦେଇ “ଅପର୍ଣ୍ଣା” ଗାରମେଣ୍ଟର ଉଦଘାଟନ ଅଫରର ଫାଇଦା ଉଠାନ୍ତୁ । ବ୍ରାଣ୍ଡେଡ ପ୍ୟାଣ୍ଟ ସାଟ ସହ ବିଭିନ୍ନ କପଡା ଆଇଟମ ଉଚ୍ଚିତ ମୂଲ୍ୟରେ ପାଇବା ସହ ଅଫରର ଫାଇଦା ଉଠାଇବାକୁ ଅନୁରୋଧ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 22, 2025 September 22, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ବାଣିଜ୍ୟ

ଆମର ଦୋକାନର ରାକ୍ଷୀ ପୂର୍ଣ୍ଣିମା ଅଫର୍:୫% ଡିସକାଉଣ୍ଟ

Odisha Lekha August 26, 2026
ରାଜ୍ୟ ଖବର

ସଂଖ୍ୟାଲଘୁ ସେଲ: ନିଯୁକ୍ତ ହେଲେ ସାଂଗଠନିକ ସଭାପତି ଓ ସାଧାରଣ ସମ୍ପାଦକ

Odisha Lekha August 26, 2026
ରାଜ୍ୟ ଖବର

ବନ୍ୟା ପ୍ରଭାବିତ ଲୋକଙ୍କ ସମସ୍ୟା ବୁଝିବେ ନେତା:୩ନେତାଙ୍କୁ ଦାୟିତ୍ବ ଦେଲେ ନବୀନ

Odisha Lekha August 17, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?