Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସେବା ପର୍ବ ୨୦୨୫:ମାରାଥନର ଶୁଭାରମ୍ଭ କଲେ ସାଂସଦ

Published September 22, 2025 ଖେଳ
SHARE

ନୟାଗଡ଼, (ଓଡ଼ିଶା ଲେଖା): ଭାରତ ସରକାରଙ୍କ “ସେବା ପର୍ବ ୨୦୨୫” ଅଧୀନରେ କ୍ରୀଡ଼ା ଏଵଂ ଯୁବ କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ମାରାଥନ୍ ର  ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଦିବସରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଈଂ ଦେବାଶିଷ ପଟ୍ଟନାୟକ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ, ନୟାଗଡ଼ ଅତିରିକ୍ତ ଜିଲ୍ଳାପାଳ ରୋଜିନା ଦାସ, ଏସଡିପିଓ ଜ୍ୟୋତିରଞ୍ଜନ ସାମନ୍ତରାୟ,ଆଇଆଇସି ରଶ୍ମିରଂଜନ ପ୍ରଧାନ ଅତିଥି ଭାବେ ଯୋଗ ଦେଇ ଆଜିର ଏହି ମାରାଥନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ମାରାଥନ ଜଗନ୍ନାଥ ମନ୍ଦିର ଠାରୁ ଆରମ୍ଭ ହୋଇ ନୟାଗଡ଼ ଷ୍ଟାଡିଅମ ଠାରେ ପହଞ୍ଚିଥିଲା। ସେଠାରେ ପ୍ରତିଯୋଗୀ ମାନଙ୍କୁ ଅତିଥିମାନେ ଉତ୍ସାହିତ କରାଇଥିଲେ। ଜିଲ୍ଲା  କ୍ରୀଡା ଅଧିକାରୀ ସୁଜାତା ସାହୁ  ଓ ଅନ୍ୟ ସମସ୍ତ ଅଫିସର ସହିତ ୫୦୦ରୁ ଉର୍ଦ୍ଧ୍ବ ବିଭିନ୍ନ ବର୍ଗର ଜନ ସାଧାରଣ ଯୋଗ ଦେଇ ଥିଲେ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 22, 2025 September 22, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଖେଳ

ଏସିଆନ ଗେମ୍ସ: ପାକିସ୍ତାନକୁ ୧୯ ରନ୍‌ରେ ହରାଇ ସ୍ୱର୍ଣ୍ଣ ହାତେଇଲା ଭାରତ:ଅଭିଷେକ ଶର୍ମା ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ଦୁବେଙ୍କ ଅଲରାଉଣ୍ଡ ପ୍ରଦର୍ଶନ

Odisha Lekha October 3, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ଖେଳ

ଭାରତ-ୱେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଦିନିକିଆ : ଗିଲଙ୍କ ଧୂଆଁଧାର ଦ୍ୱିଶତକ, ରୋହିତଙ୍କ ଶତକ :୮ୱିକେଟ୍‌ରେ ମ୍ୟାଚ୍ ଜିତି ସିରିଜ୍ କବ୍‌ଜା କଲା ଭାରତ

Odisha Lekha September 30, 2026
ଖେଳ

ରାଜ୍ୟସ୍ତରୀୟ ନୟାଗଡ଼ ଚ୍ୟାଲେଞ୍ଜ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ

Odisha Lekha September 23, 2026
ଖେଳଜିଲ୍ଲା ଖବର

ରଣଜିତ୍ କରିବେ ଖେଳ;ନୟାଗଡ଼ରେ ହେବ ଚ୍ୟାଲେଞ୍ଜ ଫୁଟବଲ ଟୁର୍ଣ୍ଣାମେଣ୍ଟ

Odisha Lekha September 22, 2026
ଖେଳ

ଶ୍ରୀଲଙ୍କାକୁ ୧୪୭ ରନ୍‌ରେ ହରାଇ ଲଗାତାର ଦ୍ୱିତୀୟଥର ସ୍ୱର୍ଣ୍ଣପଦକ ହାତେଇଲା ଭାରତୀୟ ମହିଳା କ୍ରିକେଟ୍ ଦଳ : ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

Odisha Lekha September 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?