Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଶାନ୍ତି ଦିବସ ପାଳିତ

Published September 22, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ସଂଯୁକ୍ତ ରାଷ୍ଟ୍ରସଙ୍ଘ ଦେଶ ସମୁହ ପ୍ରତିବର୍ଷ ସେପ୍ଟେମ୍ବର ମାସ 21 ତାରିଖକୁ ଅନ୍ତର୍ଜାତୀୟ ଶାନ୍ତି ଦିବସ ରୂପେ ପାଳନ 1981 ମସିହାରୁ ପାଳନ କରି ଆସୁଛନ୍ତି। ଏକ ଅନ୍ତର୍ଜାତୀୟ ଅନୁଷ୍ଠାନ ଭାବେ ସ୍କାଉଟ ଗାଇଡ଼ ଏହାର ପାଳନ କରିବା ସହିତ କପୋତ ପକ୍ଷୀକୁ ଶାନ୍ତିର ପ୍ରତୀକ ଭାବେ ନେଇ ଦୁଇହାତର ଓଲଟା ପାପୁଲିକୁ ସାଂକେତିକ ଚି଼ହ୍ନ ଭାବେ ଅନ୍ୟକୁ ପ୍ରଦର୍ଶିତ କରାନ୍ତି। ନୟାଗଡ ଜିଲ୍ଲା ତରଫରୁ ଭାରତ ସ୍କାଉଟ ଗାଇଡ଼ ଛାତ୍ରଛାତ୍ରୀ ଓ ସ୍କାଉଟ ମାଷ୍ଟର ଏବଂ ଗାଇଡ଼ କ୍ୟାପଟେନ ମାନଙ୍କୁ ନେଇ ଓଡଗାଁ ବ୍ଲକ ଅନ୍ତର୍ଗତ ପିଏମଶ୍ରୀ ରାଧାକାନ୍ତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଶାନ୍ତି ଦିବସ ପାଳିତ ହୋଇଯାଇଛି।

ଜିଲ୍ଲା ତରଫରୁ ନୟାଗଡ଼ ଜିଲ୍ଲା ଭାରତ ସ୍କାଉଟ ଗାଇଡ଼ ସମ୍ପାଦକ ତଥା ଆଇପି ଅନିଲ କୁମାର ଦାଶ, ଜିଲ୍ଲା ତାଲିମ କମିଶନର ଲକ୍ଷ୍ମୀଧର ମହାପାତ୍ର, କାଜଳାଇପଲ୍ଲୀ ଉଚ୍ଚ ବିଦ୍ୟାଳୟର ସ୍କାଉଟ ମାଷ୍ଟର ଘନଶ୍ୟାମ ରାଉତ, ସରକାରୀ ଉଚ୍ଚ ବିଦ୍ୟାଳୟର ସ୍କାଉଟ ମାଷ୍ଟର ସନ୍ତୋଷ କୁମାର ସାହୁ, ଅନୁଷ୍ଠିତ ବିଦ୍ୟାଳୟର ସ୍କାଉଟ ମାଷ୍ଟର ପରମାନନ୍ଦ ଦଳେଇ, ରଘୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସ୍କାଉଟ ମାଷ୍ଟର ସମରଜିତ ସାହୁ, ନୟାଗଡ଼ ହୋଲିଫ୍ୟାମିଲି ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ସ୍କାଉଟ ମାଷ୍ଟର ଅରୁଣ କୁମାର ମିଶ୍ର, ଅନୁଷ୍ଠିତ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ସ୍ଥାନୀୟ ଦୁଇ ଉଚ୍ଚ ବିଦ୍ୟାଳୟର 85 ଜଣ ସ୍କାଉଟ ଗାଇଡ଼ ଛାତ୍ରଛାତ୍ରୀଙ୍କୁ ନେଇ ସମ୍ପାଦକ ଶ୍ରୀ ଦାଶ ଓ କମିଶନର ଶ୍ରୀ ମହାପାତ୍ର ଦୁହେଁ କପୋତ ପକ୍ଷୀଭଳି ଶାନ୍ତିର ବାର୍ତ୍ତା ନେଇ ପ୍ରଥମେ ନିଜକୁ, ତାପରେ ନିଜ ସମାଜକୁ ଓ ନିଜ ଦେଶ ଶେଷରେ ସମଗ୍ର ବିଶ୍ୱର ଶାନ୍ତିର ଦୂତ ହୋଇ ଏକ ଏକ ବିନ୍ଧାଣି ରୂପେ ସମାଜରେ ଅହିଂସା, ପାରସ୍ପରିକ ବୁଝାବଣା ଦ୍ୱାରା ଯୁଦ୍ଧ ବନ୍ଦ ପାଇଁ ସଂକଳ୍ପ ନେବା, ସହିତ ପରସ୍ପର ମଧ୍ୟରେ ଭାତୃଭାବ ସୃଷ୍ଟି କରିବା ଭଳି ପଦକ୍ଷେପ ନେବାକୁ କହିଥିଲେ। ଶେଷରେ ବିଦ୍ୟାଳୟ ପରିସର ଭିତରକୁ ସଫେଇ ସାଙ୍ଗକୁ ସ୍ୱଚ୍ଛତା ପାଇଁ ସଚେତନତା ବାର୍ତ୍ତା ପ୍ରେରଣ କରାଯାଇଥିଲା।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 22, 2025 September 22, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?