Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଆଦର୍ଶ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଗିରଫ କଲା ଭିଜିଲାନ୍ସ:ତିନିପତି ଖେଳିବାରେ ଲଗାଇଥିଲେ 11ଲକ୍ଷ

Published September 23, 2025 ଅପରାଧ
SHARE

ଓଡ଼ିଶା ଲେଖା ଅଫିସ: ଶିକ୍ଷକଙ୍କ ନାମରେ କଳଙ୍କ ପାଲଟିଛନ୍ତି ଆଦର୍ଶ ବିଦ୍ୟାଳୟର ପ୍ରଧାନ ଶିକ୍ଷକ। ସରକାରୀ ଅର୍ଥ ହେରଫେର କରି ଭିଜିଲାନ୍ସ ଦ୍ୱାରା ବନ୍ଧା ହୋଇଛନ୍ତି ପ୍ରଧାନ ଶିକ୍ଷକ ସୌମ୍ୟରଞ୍ଜନ ଖେତି। ଲକ୍ଷେ ନୁହେଁ କି ଦୁଇ ଲକ୍ଷ ନୁହେଁ ତାଙ୍କ ସମୟରେ ୫୫ ଲକ୍ଷ ଟଙ୍କା ସରକାରୀ ଧନ ଦୁରୁପଯୋଗ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଟିମ ତଦନ୍ତ କରି ଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ଖେତିଙ୍କୁ ଗିରଫ କରିଛି। ସୂଚନାନୁସାରେ, ସୁବର୍ଣ୍ଣପୁର ଜିଲ୍ଲାର ବିନିକା ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV) ର ପୂର୍ବତନ ପ୍ରଧାନଶିକ୍ଷକ ସୌମ୍ୟରଞ୍ଜନ ଖେତି ୨୦୨୧-୨୨ ରୁ ୨୦୨୪-୨୫ ମଧ୍ୟରେ ମଧ୍ୟାହ୍ନ ଭୋଜନ (MDM), Mo School Abhijan ଏବଂ ଛାତ୍ରୀ ନିବାସ ଖର୍ଚ୍ଚ ଧନ ଖାତାରୁ ୫୫ଲକ୍ଷ ଟଙ୍କାର ଉର୍ଦ୍ଧ୍ୱ ବାଟମାରଣା କରିଥିବା ନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା । ସମ୍ବଲପୁର ଭିଜିଲାନ୍ସ ପୋଲିସ ଷ୍ଟେସନ୍‌ରେ କେସ୍‌ ନମ୍ବର-୧୯/୨୦୨୫, U/s 13(2) r/w 13(1)(a) P.C.(Amendment) Act, 2018/316/61(2) BNS ଅନୁସାରେ ମାମଲା ରୁଜୁ କରାଯାଇଛି। ଭିଜିଲାନ୍ସର ଖୋଳତାଡ଼ ପରେ ପ୍ରଧାନ ଶିକ୍ଷକ ସରକାରୀ ଅର୍ଥର ବାଟମାରଣା କରିବା, ଅର୍ଥ ଦୁରୁପଯୋଗ କରିଥିବା ଜଣାପଡିଥିଲା। ଏମିତି କି ପ୍ରଧାନ ଶିକ୍ଷକ ଅନଲାଇନ ଗେମ ତିନି ପତି ଖେଳରେ 11ଲକ୍ଷ ଲଗାଇ ରାତି ରାତି ଧନୀ ହେବାର ସ୍ବପ୍ନ ଦେଖିଥିବା ବେଳେ ସମ୍ବଲପୁର ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 23, 2025 September 23, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?