Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମିଶନ ଶକ୍ତି ବିଭାଗର କମ୍ୟୁନିଟ ସପୋର୍ଟଷ୍ଟାପଙ୍କ ଗଣଧାରଣା:ସ୍ଥାୟୀ ନିଯୁକ୍ତି ସହ ଛ ମାସର ବକେୟା ଦରମା ଦାବି

Published September 23, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଗଣଧାରଣାରେ ବସିଛନ୍ତି ଶହ ଶହ ମହିଳା । କମ୍ୟୁନିଟ ସପୋର୍ଟଷ୍ଟାପଙ୍କ ଆନ୍ଦୋଳନକୁ କର୍ଣ୍ଣପାତ କରୁନାହାନ୍ତି ସରକାର । ଯାହାକୁ ନେଇ କ୍ଷୋଭ ପ୍ରକାଶ କରିବା ସହ ରାଜ୍ୟର ପ୍ରତ୍ୟେକ ବ୍ଲକରେ ଗଣଧାରଣା ଦେଇଛନ୍ତି ମିଶନ ଶକ୍ତି ବିଭାଗର ଶତାଧିକ କମ୍ୟୁନିଟ ସପୋର୍ଟଷ୍ଟାପ । ବିଗତ ସରକାରରେ କମ୍ୟୁନିଟ ସପୋର୍ଟଷ୍ଟାପ ସ୍ଥାୟୀ ଦରମା ପାଇଆସୁଥିବା ବେଳେ ବର୍ତ୍ତମାନର ମୋହନ ସରକାର ଉକ୍ତ ଷ୍ଟାପମାନଙ୍କ ପାଇଁ ଆଖି ବୁଜିଦେଇଛନ୍ତି ।

ଯାହାଫଳରେ ନିୟମିତ ଓ ସ୍ଥାୟୀ ଦରମାକୁ ବନ୍ଦ କରି ଇନସେଟିଭି ଆକାରରେ ସରକାର ଦେବାକୁ କହୁଥିବା ବେଳେ ଏହାକୁ କଡ଼ା ଭାବେ ବିରୋଧ କରୁଛନ୍ତି କମ୍ୟୁନିଟ ସପୋର୍ଟଷ୍ଟାପର ହଜାର ହଜାର ମହିଳା । ନୟାଗଡ଼ ସଦର ବ୍ଲକ ଅନ୍ତର୍ଗତ 29ଟି ପଞ୍ଚାୟତର ଶତାଧିକ କମ୍ୟୁନିଟ ସପୋର୍ଟଷ୍ଟାପଙ୍କ ଦୀର୍ଘ ଛ ମାସ ହେଲା ଦରମା ପାଇନଥିବା ବେଳେ ରାଜ୍ୟ ସରକାର ଇନସେଟିଭି ଆକାରରେ ସପୋର୍ଟଷ୍ଟାପ ମାନେ କାର୍ଯ୍ୟ କରିବାକୁ କହିଛନ୍ତି । ଯାହାକୁ ନେଇ ବିରୋଧ କରୁଛନ୍ତି କମ୍ୟୁନିଟ ସପୋର୍ଟଷ୍ଟାପ ।

କମ୍ୟୁନିଟ ସପୋର୍ଟଷ୍ଟାପଙ୍କ ଛ ମାସର ଦରମା ପ୍ରଦାନ କରିବା ସହ ଇନସେଟିଭି ହଟାଇ ସ୍ଥାୟୀ ନିଯୁକ୍ତି ଦାବି କରି ମିଶନ ଶକ୍ତିର କମ୍ୟୁନିଟ ସପୋର୍ଟଷ୍ଟାପ ମାନେ ରାଜ୍ୟ ସ୍ତରରେ ଆନ୍ଦୋଳନକୁ ତୀବ୍ରତର କରିଛନ୍ତି । ଆଜି ନୟାଗଡ଼ ବ୍ଲକ ସ୍ତରୀୟ ଜିପିଏଲଏଫ କର୍ମୀ ସଂଘ ତରଫରୁ ନୟାଗଡ଼ ବ୍ଲକର ମିଶନ ଶକ୍ତି କାର୍ଯ୍ୟାଳୟ ସମ୍ମୁଖରେ ସରକାରଙ୍କ ବିରୋଧ ନାରାବାଜି ଦେବା ସହ ଗଣଧାରଣାରେ ବସିଥିବା ଦେଖିବାକୁ ମିଳିଛି । ସରକାର ଦାବି ପୁରଣ କରିବା ପର୍ଯ୍ୟନ୍ତ ଏପରି ଆନ୍ଦୋଳନ ଜାରି ରହିବ ବୋଲି ସୂଚନା ମିଳିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 23, 2025 September 23, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?