Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଛତୁ ବେପାରରୁ ହତ୍ୟା:କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

Published September 24, 2025 ଅପରାଧ
SHARE

ବଡ଼ମ୍ବା, (ଓଡ଼ିଶା ଲେଖା): କଥାରେ ଅଛି ଝିମିଟି ଖେଳରୁ ମହାଭାରତ, ସେହିପରି ଭାବେ ଛତୁ ବେପାରକୁ ନେଇ ବଚସା, ତା’ପରେ ବାଡେଇ ବାଡେଇ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ଯାହାଫଳରେ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦାବି କରି ରାଜ୍ୟ ରାଜପଥ ଅବରୋଧ କରିଥିବା ଜଣାପଡିଛି। ଏଭଳି ଘଟଣା ଦେଖିବାକୁ ମିଳିଛି ମାଣିଆବନ୍ଧ ଥାନା ଅଞ୍ଚଳରେ। ସୂଚନାନୁସାରେ, କଟକ ଜିଲ୍ଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ମହୁଲିଆ ଗାଁର କୃଷ୍ଣଚନ୍ଦ୍ର ପ୍ରଧାନ (୫୫) ଓ ମାଣିଆବନ୍ଧ ଗାଁର ଯୁବକ ଶୁଭେନ୍ଦୁ ପାତ୍ର (୨୩) ଉଭୟ ମିଶି ଛତୁ ଭାଗ ବେପାର କରୁଥିଲେ। ୧ କେଜି ଛତୁକୁ ୧୦ ଟଙ୍କା କମ କରି ବିକ୍ରି କରିବାକୁ ନେଇ ଗତକାଲି ଉଭୟଙ୍କ ମଧ୍ୟରେ ବଚସା ଓ ଝଗଡା ଲାଗିଥିଲେ ।

ଝଗଡା ଉଗ୍ରରୂପ ନେବାରୁ ଶୁଭେନ୍ଦୁ ଏକ ଠେଙ୍ଗାରେ ଆକ୍ରମଣ କରି କୃଷ୍ଣଚନ୍ଦ୍ରଙ୍କର ମୁଣ୍ଡ ଫଟେଇ ଦେଇ ଲହୁ ଲୁହାଣ କରିଦେଇଥିଲା। ଏନେଇ ମୃତ କୃଷ୍ଣଚନ୍ଦ୍ର ପ୍ରଧାନଙ୍କର ପୁତୁରା ଜଗନ୍ନାଥ ପ୍ରଧାନ ମାଣିଆବନ୍ଧ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଆଜି ଶୁଭେନ୍ଦୁଙ୍କୁ ଗିରଫ କରିଛି। ପରେ ଏହି ଘଟଣାକୁ ନେଇ କ୍ଷତିପୂରଣ ପାଇଁ ମହୁଲିଆ ଛକ ନିକଟରେ ବଡମ୍ବା-ନରସିଂହପୁର ରାଜ୍ୟ ରାଜପଥ ରାସ୍ତା ଅବରୋଧ କରିଛନ୍ତି ଗ୍ରାମବାସୀ। ଘଟଣା ସ୍ଥଳରେ ବଡ଼ମ୍ବା ତହସିଲଦାର ସାଶ୍ୱତ ରଞ୍ଜନ ଦାଶ, ଆଠଗଡ଼ ଉପଖଣ୍ଡ ଆରଖି ଅଧିକାରୀ ବିଶ୍ୱଜିତ ମହାନ୍ତି, ମାଣିଆବନ୍ଧ ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାସୁଝା କରୁଥିବା ଜଣାପଡିଛି।।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 24, 2025 September 24, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?