Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଯୁବତୀଙ୍କ ମୃତ ଶରୀର ଉଦ୍ଧାର:ହତ୍ୟା ସନ୍ଦେହ

Published September 24, 2025 ଅପରାଧ
Oplus_16908288
SHARE

ପୋଲସରା, (ଓଡ଼ିଶା ଲେଖା): ବନ୍ଦ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଶରୀର ଉଦ୍ଧାର କରିଛି ପୋଲିସ। ହତ୍ୟା ସନ୍ଦେହ କରି ପୋଲିସ ତଦନ୍ତ କରୁଛି। ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଚଢ଼ିଆପଡ଼ା ଗ୍ରାମରେ ଏକ ବନ୍ଦ କୋଠରୀରୁ ଜଣେ କଲେଜ୍ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ରୀ ଜଣକ ବାଲିଛାଇ ଗ୍ରାମର ସୋନାଲି ବେହେରା ହୋଇଥିବା ବେଳେ ଆଜି ସେ କଲେଜକୁ ଯାଉଥିବା ପରିବାର ଲୋକଙ୍କୁ କହି ବାହାରିଥିଲେ l ମଧ୍ୟାହ୍ନରେ ସେ ଆତ୍ମହତ୍ୟା କରିବା ନେଇ ଜଣେ ଯୁବକ ଖବର ଦେବାପରେ ପରିବାର ଲୋକେ ଚଢିଆପଡା ଗ୍ରାମରେ ପହଞ୍ଚି ମୃତଦେହ ଦେଖି ପୋଲିସକୁ ଖବରଦେଇଥିଲେ l ତେବେ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିବା ସହ ପୋଲିସ କୁ ଖବରଦେଇଥିଲେ l ପୋଲସରା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି l ତେବେ ପୁରୁଷ ବନ୍ଧୁ ଙ୍କ ଘରୁ ଯୁବତୀ ଙ୍କ ମୃତଦେହ ମିଳିବା ପରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି l ପୋଲିସ ଶବ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ହତ୍ୟା ନା ଆତ୍ମହତ୍ୟା ଜଣାପଡିବ l ପୋଲିସ ପୁରୁଷ ବନ୍ଧୁଙ୍କ ସହ ଅନ୍ୟଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 24, 2025 September 24, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?