Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ

Published July 25, 2025 ରାଜ୍ୟ ଖବର
SHARE

କନ୍ଧମାଳରେ ପୁଣି ଲଜ୍ୟା।ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା। ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ସରକାରୀ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଏପରି ଘଟିଛି। ମିଳିଥିବା ସୂଚନା ଅନୁସାରେ, ଗ୍ରୀଷ୍ମ ଅବକାଶ ପରେ ଛାତ୍ରୀମାନେ ଆବାସିକ ବିଦ୍ୟାଳୟକୁ ଫେରିଥିଲେ। ହେଲେ ଏକ ମାସ ହେବାରୁ ମାସିକ ଋତୁସ୍ରାବ ତଦାରଖ କରିବା ସମୟରେ ଦୁଇ ଜଣ ଛାତ୍ରୀଙ୍କ ପଜିଟିଭ ଥିବା ଜଣାପଡ଼ିଛି।ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ଓ ତାଙ୍କ ନିର୍ଦ୍ଦେଶରେ ଡାକ୍ତରୀ ମାଇନାର ରିପୋର୍ଟରୁ ଉକ୍ତ ଦୁଇ ଜଣ ଛାତ୍ରୀ ଗର୍ଭବତୀ ଥିବା ସ୍ପଷ୍ଟ ହୋଇଥିଲା। ଉଭୟ କୋଟଗଡ଼ ଓ ବେଲଘର ଥାନା ଅଞ୍ଚଳର ବୋଲି ଜଣାପଡ଼ିଥିଲା। ଏହା ପରେ ପୃଥକ ଭାବରେ ଦୁଇଟି ଥାନାରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଲିଖିତ ଭାବରେ ଏତଲା ଦେଇଥିଲେ। ଏତଲାକୁ ଆଧାର କରି କୋଟଗଡ଼ ଥାନାରେ କେସ ନଂ.୧୦୩/୨୫ ଏବଂ ସେହିଭଳି ବେଲଘର ଥାନାରେ କେଶ ନଂ.୬୪/୨୫ ରେ ଏକ ମାମଲା ରୁଜୁ କରି ତଦନ୍ତ ଚାଲିଥିବାବେଳେ ବେଲଘର ପୋଲିସ ଉକ୍ତ ଘଟଣାରେ ଜଣେ ଯୁବକକୁ ଅଟକ ରଖି ପଚରାଉଚରା ଜାରି ରଖିଛି। କୋଟଗଡ଼ ପୋଲିସ ମଧ୍ୟ ସଂପୃକ୍ତ ଯୁବକକୁ ଚିହ୍ନଟ କରିବାରେ ସଫଳ ହୋଇଥିବା ନେଇ ସୂଚନା ଦେଇଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
odishalekha July 25, 2025 July 25, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
Leave a comment Leave a comment

Leave a Reply

Your email address will not be published. Required fields are marked *

ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ରାଜ୍ୟ ଖବର

ସଂଖ୍ୟାଲଘୁ ସେଲ: ନିଯୁକ୍ତ ହେଲେ ସାଂଗଠନିକ ସଭାପତି ଓ ସାଧାରଣ ସମ୍ପାଦକ

Odisha Lekha August 26, 2026
ରାଜ୍ୟ ଖବର

ବନ୍ୟା ପ୍ରଭାବିତ ଲୋକଙ୍କ ସମସ୍ୟା ବୁଝିବେ ନେତା:୩ନେତାଙ୍କୁ ଦାୟିତ୍ବ ଦେଲେ ନବୀନ

Odisha Lekha August 17, 2026
ରାଜ୍ୟ ଖବର

ବିଜେପି ନେତାଙ୍କୁ ସାମ୍ବାଦିକ ସମ୍ମିଳନୀରେ ଧୋଇଲେ ଅରୁଣ:ବିଜେପି ସରକାର ଏବେ ପେପର୍ ଲିକ୍ ସରକାର:ଅରୁଣ

Odisha Lekha July 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?