Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଯୌତୁକ ନିଷେଧ ଅଧିନିୟମ 1961 ବିଷୟ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର

Published September 25, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ଼ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ମିଶନ ଶକ୍ତି ଭବନ ନୟାଗଡ ଠାରେ ଯୌତୁକ ନିଷେଧ ଅଧିନିୟମ 1961 ବିଷୟ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଶିବିରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମାଛକୁଣ୍ଡ ଉତ୍ସ ସମ୍ପାଦକ ଭାବରେ ଯୋଗଦେଇଥିଲେ । ଉପଜିଲ୍ଲାପାଳ ଶ୍ରୀ କର୍ଣ୍ଣଦେବ ସମାଦ୍ଦାର, ଡେପୁଟି କଲେକ୍ଟର ତପତି‌ ରାଜ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପୁଷ୍ପଲତା ପାତ୍ର, ଜୟଶ୍ରୀ ପ୍ରଧାନ, ବରିଷ୍ଠ ଆଇନଜୀବୀ ରମେଶ ଚନ୍ଦ୍ର ମହାରଣା, ମହିଳା ସଶକ୍ତିକରଣର ଜିଲ୍ଲା ସଂଯୋଜକ ନୟାଗଡ଼ ସୌମ୍ୟ ରଞ୍ଜନ ଦାଶ ସମସ୍ତ ମଞ୍ଚଶୀନାରେ ଉପସ୍ଥିତ ରହି ଯୌତୁକ ନିଷେଧ ବିଷରେ ଆଲୋଚନା କରିଥିଲେ।

ଉପସ୍ଥିତ ଥିବା ବିଭିନ୍ନ ସମ୍ପ୍ରଦାୟରେ ବ୍ୟକ୍ତିବିଶେଷ ଯଥା ପୁରୋହିତ, କାଜି, ଏସଏଚଜି ମହିଳା, ଓଏସସି କର୍ମଚାରୀ, ଶକ୍ତି ସଦନ କର୍ମଚାରୀ ସମସ୍ତଙ୍କ ସହିତ ଆଲୋଚନ କରି କିପରି ଭାବରେ ନୟାଗଡ଼ ଜିଲ୍ଲାର ସମସ୍ତ ଗ୍ରାମାଞ୍ଚଳରେ ଯୌତୁକ ପ୍ରଥା କିପରି ମୂଳପୋଛ କରିହେବ ସେ ନେଇ ଡେପୁଟି କଲେକ୍ଟର ସମସ୍ତଙ୍କୁ ଶପଥ ପାଠ କରାଇଥିଲେ। ତତସହିତ ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଆଇନ କାନୁନ, ଚାର୍ଜ ସିଟ କିପରି ହବ ଏବଂ ଯୌତୁକ ନିଷେଧ ଅଧିନିୟମ ବିଷୟରେ ଆଲୋଚନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଡ଼ିଏସଡ଼ବ୍ଲ୍ୟୁ ବିଭାର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 25, 2025 September 25, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ଏକ ଅପୂରଣୀୟ ଶୂନ୍ୟତା

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?