Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସାଇକ୍ଲୋନରେ ଦୃଷ୍ଟିରେ ରଖି ଶନିବାର ବିଦ୍ୟାଳୟ ଛୁଟି ଘୋଷଣା କଲେ ଜିଲ୍ଲାପାଳ

Published September 26, 2025 ସ୍ୱତନ୍ତ୍ର ଖବର
Oplus_16908288
SHARE

ନୟାଗଡ଼, (ଓଡ଼ିଶା ଲେଖା): ଭାରତୀୟ ପାଣିପାଗ ବିଭାର ସୂଚନାକୁ ଦୃଷ୍ଟି ରଖି ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଶନିବାର ଦିନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକ ଛୁଟି ଘୋଷଣା କରିଥିବା ସୂଚନା ମିଳିଛି । ସୁପର ସାଇକ୍ଲୋନରେ ଶନିବାର ଦିନ ପ୍ରଚୁର ବୃଷ୍ଟିପାତ ହେବାର ସମ୍ଭାବନା ଥିବାରୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକ ବନ୍ଦ ରଖିବାକୁ କୁହାଯାଇଛି। ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ମାନେ ସେମାନଙ୍କ ଅଞ୍ଚଳର ମୁଖ୍ୟାଳୟରେ ରହିବାକୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅଗ୍ରୱାଲ । ଏହା ଉପରେ ଜିଲ୍ଲା ଶିକ୍ଷାଅଧିକାରୀ ସ୍ୱତନ୍ତ୍ର ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବିଶେଷ ସୂତ୍ରରୁ ଜଣାପଡିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 26, 2025 September 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?