Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ସୁନିତା ଓ ସାଇ ରମଣଙ୍କ ପାଖରେ ପହଞ୍ଚିଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ

Published September 28, 2025 ଶିକ୍ଷା ଓ ନିଯୁକ୍ତି
SHARE

ନୟାଗଡ଼, (ଓଡ଼ିଶା ଲେଖା): ପ୍ରକାଶ ହୋଇଯାଇଛି ଓପିଏସସି ପରୀକ୍ଷା ଫଳ। ସେଥିରେ ୩୯୮ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକର ଦୁଇ ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ଏହି ଉଦୟମାନ ଛାତ୍ର ଛାତ୍ରୀଙ୍କ ପାଖରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ପହଞ୍ଚି ଶୁଭେଚ୍ଛା ଜଣାଇବା ସହ ଉପ ଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଲୋଧାଚୁଆ ଗ୍ରାମର ବିଜେଡ଼ି କାର୍ଯ୍ୟକାରୀ ସଭାପତି ବାନାମ୍ବର ନାୟକଙ୍କ ଝିଅ ସୁନିତା ନାୟକ ଓପିଏସସି ପରୀକ୍ଷା ପାଇଁ ଦିନ ରାତି ପରିଶ୍ରମ କରି ପରୀକ୍ଷା ଦେଇଥିଲେ।

ତାଙ୍କ ପରିଶ୍ରମ ଆଜି ସଫଳତାରେ ପରିପୂର୍ଣ ହୋଇଛି । ପରୀକ୍ଷାରେ ଭଲ ରାଙ୍କ ରଖି ଓପିଏସସିରେ କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ରଣପୁର ଗୋପାଳପୁର ଗାଁର ସାଇ ରମଣ ପାତ୍ର ମଧ୍ୟ ଭଲ ରାଙ୍କ ରଖି ଓପିଏସସି ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଏହି ଦୁଇଜଣ ଓପିଏସସି ପରୀକ୍ଷାରେ କୃତକାର୍ଯ୍ୟ ହୋଇ ରଣପୁର ବ୍ଲକ ପାଇଁ ଗୌରବ ଆଣିଛନ୍ତି । ତେଣୁ ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ପଟ୍ଟନାୟକ ଦୁଇ କୃତକାର୍ଯ୍ୟ ହୋଇଥିବା ଛାତ୍ର ସାଇ ରମଣ ଓ ଛାତ୍ରୀ ସୁନିତାଙ୍କ ପାଖରେ ପହଞ୍ଚି ଶୁଭେଚ୍ଛା ଜଣାଇବା ସହ ଉପ ଢୌକନ ଦେଇ ସମ୍ବର୍ଦ୍ଧିତ କରି ସେମାନଙ୍କ ଉତ୍ତୋରତର କାମନା କରିଛନ୍ତି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 28, 2025 September 28, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର
ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !
ଜିଲ୍ଲା ଖବର ସ୍ବାସ୍ଥ୍ୟ
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଶିକ୍ଷା ଓ ନିଯୁକ୍ତି

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର, ୯୩ ୟୁନିଟ୍ ସଂଗୃହିତ:ଜୀବନ ପାଇଁ ରକ୍ତଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ:ଚଳିତ ବର୍ଷ ଶିବିର ମଧ୍ୟରେ ରେକର୍ଡ଼

Odisha Lekha August 5, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ଶିକ୍ଷା ଓ ନିଯୁକ୍ତି

ସାହିତ୍ୟ ଏକାଡେମୀର ଜିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା

Odisha Lekha July 7, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ କଣ୍ଢେଇ ଦିବସ

Odisha Lekha March 21, 2026
ଶିକ୍ଷା ଓ ନିଯୁକ୍ତି

ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଇଣ୍ଟର୍ନସିପ୍ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ

Odisha Lekha March 20, 2026
ଶିକ୍ଷା ଓ ନିଯୁକ୍ତି

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

Odisha Lekha February 7, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?