Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅକ୍ଟୋବର ୯ରୁ ନଭେମ୍ବର ୯ ପର୍ଯ୍ୟନ୍ତ ବିଜେଡ଼ି ଜନ ସଂପର୍କ ପଦଯାତ୍ରା:ପ୍ରତିଶୃତି ପାଳନରେ ରାଜ୍ୟ ସରକାରର ବିଫଳତା ନେଇ ସଚେତନ କରିବ ବିଜେଡ଼ି

Published September 28, 2025 ରାଜନୀତି
SHARE

ଓଡ଼ିଶା ଲେଖା ଅଫିସ: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ଯ ବିଜୁ ଜନତା ଦଳର ଜନ ସଂପର୍କ ପଦଯାତ୍ରା ଅଭିଯାନ କରାଯିବା ନିଷ୍ପତ୍ତି ନିଆଯାଇଛି । ଏହାକୁ ଚଳିତବର୍ଷ ଅକ୍ଟୋବର ୯ରୁ ନଭେମ୍ବର ୯ ପର୍ଯ୍ୟନ୍ତ ଏକ ମାସ ବ୍ୟାପୀ ଏହି ଜନ ସଂପର୍କ ପଦଯାତ୍ରା କରିବାକୁ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି | ଗାନ୍ଧୀ ଜୟନ୍ତୀ ଦିନ ସାର୍ବଜନୀନ ଦଶହରା ପଡ଼ୁଥିବାରୁ ସେହିଦିନ ପ୍ରତୀକାତ୍ମକ ଭାବେ କେବଳ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତି/ଫଟୋଚିତ୍ର ନିକଟରେ ଶ୍ରଦ୍ଧାସୁମନ ଅର୍ପଣ କରି ଜନସମ୍ପର୍କ ଅଭିଯାନର ସଂକଳ୍ପ ନିଆଯିବ । ଅକ୍ଟୋବର ୯ ଉତ୍କଳମଣି ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା ଆନୁଷ୍ଠାନିକ ଭାବେ ଆରମ୍ଭହେବ । ଅକ୍ଟୋବର ୯ରୁ ନଭେମ୍ବର ୯ ତାରିଖ ଯାଏ ରାଜ୍ୟର ସମସ୍ତ ବ୍ଲକ ଓ ପୌରାଞ୍ଚଳରେ ଏହି ଜନସଂପର୍କ ପଦଯାତ୍ରା ଅଭିଯାନ ତ୍ବରାନ୍ବିତ କରାଯିବ ।

ତୃଣମୂଳ ସ୍ତରର ସମସ୍ତ କର୍ମକର୍ତ୍ତା, ନିର୍ବାଚିତ ପ୍ରତିନିଧି ତଥା ସକ୍ରିୟ ସଦସ୍ୟ/ସଦସ୍ୟା ଓ ସ୍ଥାନୀୟ ଅଧିବାସୀଙ୍କୁ ସଂପୃକ୍ତ କରି ପାଳନ କରିବାକୁ କୁହାଯାଇଛି । ଏହି କାର୍ଯ୍ୟକ୍ରମ ଗୁଡ଼ିକୁ ସ୍ଥାନୀୟ ନିର୍ବାଚନ ମଣ୍ଡଳୀ ନେତୃତ୍ବ, ପ୍ରତ୍ୟକ୍ଷ ପରିଚାଳନା କରିବେ ଓ ଜିଲ୍ଲା ସଭାପତି ଓ ରାଜ୍ୟ କର୍ମକର୍ତ୍ତା ତଦାରଖ କରିବାକୁ କୁହାଯାଇଛି । ମାନ୍ୟବର ରାଜ୍ୟ ସଭାପତିଙ୍କ ଅବଗତି ନିମନ୍ତେ ସମସ୍ତ କାର୍ଯ୍ୟକ୍ରମର ବିବରଣୀ ଭିଡ଼ିଓ/ଫୋଟୋ(ରାଜ୍ୟ ମୁଖ୍ୟାଳୟ) Email id- bijujanatadal1997@gmail.com WhatsApp No. 9937044360 କୁ ପଠାଇବା ପାଇଁ କୁହାଯାଇଛି । ଏହି ଜନସଂପର୍କ ପଦଯାତ୍ରା ସମୟରେ ବିଜେଡ଼ି ସରକାର ସମୟରେ ନିଆଯାଇଥିବା ଲୋକାଭିମୁଖୀ କାର୍ଯ୍ୟକ୍ରମ ଗୁଡିକର ଅବତାରଣା କରିବା ସଙ୍ଗେ ସଙ୍ଗେ ବର୍ତ୍ତମାନର ସରକାର, ଦେଇଥିବା ପ୍ରତିଶୃତି ପାଳନରେ ବିଫଳତା, ମହିଳାମାନଙ୍କୁ ପ୍ରତାରଣା ଓ ନିର୍ଯ୍ୟାତନା, ଆଇନଶୃଙ୍ଖଳାର ଅଧୋଗତି, ପଞ୍ଚାୟତରେ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ବ୍ୟବସ୍ଥାକୁ ଧ୍ବଂସ କରିବାକୁ ଅଭିସନ୍ଧି, ଚାଷୀମାନଙ୍କ ସମସ୍ୟା ପ୍ରତି ବିମୁଖତା, ଯୁବସମାଜ ଓ ଛାତ୍ରଛାତ୍ରୀଙ୍କ ସମସ୍ୟା, ଦରଦାମ ବୃଦ୍ଧି, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କୁ ଉପେକ୍ଷା ଆଦି ବିଭିନ୍ନ ପ୍ରସଙ୍ଗ ସଂପର୍କରେ ଲୋକଙ୍କୁ ସଚେତନ କରାଯିବ । ଏହି ଜନସଂପର୍କ ପଦଯାତ୍ରାକୁ ଗୁରୁତ୍ବପୂର୍ଣ ଭାବରେ ଗ୍ରହଣ କରି ସଫଳ କରିବାକୁ ଅନୁରୋଧ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 28, 2025 September 28, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?