Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନିର୍ବାଚନ କମିଶନରଙ୍କ ଗ୍ରୀନ ସିଗନାଲ:ବିହାର ନିର୍ବାଚନ ସମୟରେ ହେବ ନୂଆପଡା ଉପ ନିର୍ବାଚନ

Published September 29, 2025 ଦେଶ ବିଦେଶ ରାଜନୀତି ରାଜ୍ୟ ଖବର
SHARE

ଓଡ଼ିଶା ଲେଖା ଅଫିସ: ନୂଆପଡା ଉପ ନିର୍ବାଚନ ପାଇଁ ମିଳିଲା ଗ୍ରୀନ ସିଗନାଲ । ଏନେଇ ଭାରତୀୟ ନିର୍ବାଚନ କମିଶନର (ଇସିଆଇ) ସୂଚନା ଦେଇଛନ୍ତି । ବିହାର ନିର୍ବାଚନ ସମୟରେ 7ଟି ରାଜ୍ୟର 8ନିର୍ବାଚନ ମଣ୍ଡଳୀରେ ହେବ ଉପ ନିର୍ବାଚନ । ନୂଆପଡା ବିଜେଡ଼ି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଗତ 8ତାରିଖରେ ପରଲୋକ ଘଟିଥିଲା । ଯାହାଫଳରେ ଏହି ଆସନ ଟି ଖାଲି ପଡିଛି । ରାଜ୍ୟରେ ବିଜେଡ଼ିର 51ଜଣ ବିଧାୟକଙ୍କ ମଧ୍ୟରୁ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହେବା ପରେ 50ଜଣ ବିଧାୟକ ସଂଖ୍ୟାକୁ ଖସିଛି । ତେବେ ଏହି 7ଟି ରାଜ୍ୟ ମଧ୍ୟରେ ଓଡ଼ିଶାର ନୂଆପଡା ନିର୍ବାଚନ ମଣ୍ଡଳୀରେ ଉପ ନିର୍ବାଚନ ହେବା ପାଇଁ ଭାରତୀୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି । ଆଗାମୀ ଦିନରେ ବିହାର ସାଧାରଣ ନିର୍ବାଚନ ସହ ଓଡ଼ିଶାର ନୂଆପଡା, ଜାମ୍ମୁ କାଶ୍ମୀରର ବୁଡ଼ଗାମ ଓ ନଗ୍ରୋଟା, ରାଜସ୍ଥାନର ଆଣ୍ଟା, ଝାଡ଼ଖଣ୍ଡର ଘାଟସିଲା, ତେଲେଙ୍ଗାନାର ଯୁବଲିହିଲିସ, ପଞ୍ଜାବର ତରଣ ତାରଣ ଓ ମିଜୋରାମର ଡାମ୍ଫା ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 29, 2025 September 29, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ଦେଶ ବିଦେଶ

ବିଶିଷ୍ଟ ଅଭିନେତା ନାନା ପାଟେକରଙ୍କ ବିୟୋଗ :୭୫ ବର୍ଷ ବୟସରେ ପରଲୋକ :ଭାରତୀୟ ସିନେମା ଜଗତରେ ଶୋକ

Odisha Lekha October 8, 2026
ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?