Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭାରତୀୟ ଦଳ ଅଧିନାୟକଙ୍କ ମହାନତା:ସେନାକୁ ସମର୍ପିଲେ ମ୍ୟାଚ ଫି

Published September 29, 2025 ଖେଳ ଦେଶ ବିଦେଶ
SHARE

ଓଡ଼ିଶା ଲେଖା ଅଫିସ: ଭାରତୀୟ କ୍ରିକେଟ ଦଳର ଅଧିନାୟକଙ୍କ ମହାନତା। ସେନାବାହିନୀଙ୍କ ଉଦ୍ଦେଶ୍ୟରେ ସମର୍ପିତ କଲେ T-20 ଏସିଆ କପର ମ୍ୟାଚ ଫି। ଏନେଇ ବଡ଼ ଘୋଷଣା କରିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ। ପହଲଗାମ୍ ଆତଙ୍କବାଦୀ ହମ୍‌ଲାରେ ନିହତଙ୍କ ପରିବାର ପାଇଁ ଦାନ କଲେ ବୋଲି ସୋସିଆଲ ମିଡ଼ିଆ ଏକ୍ସରେ ସୂଚନା ପ୍ରଦାନ କରିଛନ୍ତି । ଭାରତୀୟ ଟିମ୍ ର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ମହାନତା। ଏସିଆ କପ୍‌ର ମ୍ୟାଚ୍ ଫି’ ଭାରତୀୟ ସେନାକୁ ସମର୍ପିତ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 29, 2025 September 29, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ଦେଶ ବିଦେଶ

ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ

Odisha Lekha August 30, 2026
ଖେଳ

ଜାତୀୟ କ୍ରୀଡ଼ା ଦିବସ: ନୟାଗଡ଼ରେ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

Odisha Lekha August 28, 2026
ଖେଳ

ବେଣାଗାଡିଆ ପ୍ରିମିୟର ଲିଗ୍ ୨୦୨୬:୧୫ରେ ଗ୍ରାଣ୍ଟ ଫାଇନାଲ

Odisha Lekha June 14, 2026
ଖେଳ

ଟି-୨୦ ବିଶ୍ୱକପ୍:୭ରନରେ ଭାରତ ବିଜୟୀ:ମାର୍ଚ୍ଚ ୮ ବିଶ୍ୱକପ୍ ଫାଇନାଲ୍ ମ୍ୟାଚ୍: ମୁହାଁମୁହିଁ ହେବେ ଭାରତ ଓ ନ୍ୟୁିଜଲାଣ୍ଡ

Odisha Lekha March 5, 2026
ଖେଳ

ଟି-୨୦ ବିଶ୍ୱକପ୍:ଇଡେନ୍ ଗାର୍ଡେନରେ ମହାଲଢେଇ:୫ୱିକେଟ୍ ଭାରତ ବିଜୟୀ

Odisha Lekha March 2, 2026
ଖେଳ

ଟି-୨୦ ବିଶ୍ୱକପ୍: ଭାରତ ବନାମ ପାକିସ୍ତାନ: ୬୧ରନରେ ଭାରତ ବିଜୟୀ

Odisha Lekha February 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?