Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଓଡ଼ିଆ ପୁଅ

Published September 29, 2025 ଦେଶ ବିଦେଶ
SHARE

ଓଡ଼ିଶା ଲେଖା ଅଫିସ: ରିଜର୍ଭ ବ୍ୟାଙ୍କରେ ପୁଣି ଜଣେ ଓଡ଼ିଆ ପୁଅକୁ ନିଯୁକ୍ତି ମିଳିଛି। ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ଓଡ଼ିଆ ପୁଅ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତ କରାଯାଇଛି। ଆସନ୍ତା ଅକ୍ଟୋବର ୯ତାରିଖରେ ସେ ଦାୟୀତ୍ୱ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସେ ଏହି ପଦବୀରେ ୩ବର୍ଷ ପାଇଁ କାର୍ଯ୍ୟ କରିବେ। ଶିରୀଶ ଚନ୍ଦ୍ର ମୁର୍ମୁଙ୍କ ଏହି ନିଯୁକ୍ତି ଉପରେ କେନ୍ଦ୍ର କ୍ୟାବିନେଟର ନିଯୁକ୍ତି କମିଟି ଅନୁମୋଦନ କରିଛି। ଶିରୀଶଙ୍କ ଘର ମୟୁରଭଞ୍ଜ ଜିଲ୍ଲା ବେତନଟୀ ଅଞ୍ଚଳରେ ହୋଇଥିବା ବେଳେ, ସେ ବର୍ତ୍ତମାନ ରିଜର୍ଭ ବ୍ୟାଙ୍କର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍‌ଟର ଭାବେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନର ଡେପୁଟି ଗଭର୍ଣ୍ଣର ଥିବା ରାଜେଶ୍ୱର ରାଓଙ୍କ କାର୍ଯ୍ୟକାଳ ଅକ୍ଟୋବର ୮ରେ ସରୁଥିବା ବେଳେ କେନ୍ଦ୍ର କ୍ୟାବିନେଟ ନିଯୁକ୍ତି କମିଟି ଏଭଳି ନିଷ୍ପତ୍ତି ନେଇଛି। ଶିରୀଶଙ୍କ ନୂତନ ନିଯୁକ୍ତି ଘୋଷଣା ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 29, 2025 September 29, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର
ସରିଲା ପ୍ରଚାର, ଅନ୍ଧାରି ବିଜେ ବେଳେ ହାତାହାତି! ଘଣ୍ଟାଏ ଧରି ଅଟକ ରହିଲେ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ପତ୍ନୀ, ଥାନାର ଦ୍ୱାରସ୍ଥ ହେଲେ କିଶୋର ସାହୁ
ଜିଲ୍ଲା ଖବର
ନୟାଗଡ଼ ଜିଲ୍ଲା ଯୋଜନା କମିଟିର ପ୍ରଥମ ବୈଠକ:୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧,୮୧,୪୬୭ କୋଟି ଟଙ୍କାର ବଜେଟ୍
ଜିଲ୍ଲା ଖବର
ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ଋଣ ଉଠାଣକୁ ନେଇ ବିବାଦ:୧୩ ଲକ୍ଷ ୩୦ ହଜାର ବଦଳରେ ପାସ୍‌ବୁକ୍‌ରେ ୧୩ ଲକ୍ଷ ୩୯ ହଜାର ଟଙ୍କା ଉଲ୍ଲେଖ ଅଭିଯୋଗ; ୯ ହଜାର ଟଙ୍କାକୁ ନେଇ ଉଠିଲା ପ୍ରଶ୍ନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଦେଶ ବିଦେଶ

ବିଶିଷ୍ଟ ଅଭିନେତା ନାନା ପାଟେକରଙ୍କ ବିୟୋଗ :୭୫ ବର୍ଷ ବୟସରେ ପରଲୋକ :ଭାରତୀୟ ସିନେମା ଜଗତରେ ଶୋକ

Odisha Lekha October 8, 2026
ଦେଶ ବିଦେଶ

ରିଅଲ ହିରୋ ସାଜିଲେ ପାଇଲଟ୍ ସ୍ମିତ ମଚ୍ଛାର: ମଝି ଆକାଶରେ ବିମାନ ଦୁର୍ଘଟଣା ରୋକିଲେ, ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

Odisha Lekha October 1, 2026
ଦେଶ ବିଦେଶ

ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ

Odisha Lekha August 30, 2026
ଦୁର୍ଘଟଣାଦେଶ ବିଦେଶ

ଦିଲ୍ଲୀରେ ଭୟଙ୍କର ବିସ୍ପୋରଣ

Odisha Lekha November 10, 2025
ଦୁର୍ଘଟଣାଦେଶ ବିଦେଶ

ମହିଳା ବିଶ୍ୱକପ୍:ଆଜି ଅପରାହ୍ନରେ ଗ୍ରାଣ୍ଡ ଫାଇନାଲ:ଭାରତ vs ଦକ୍ଷିଣ ଆଫ୍ରିକା

Odisha Lekha November 2, 2025
ଖେଳଦେଶ ବିଦେଶ

ଭାରତୀୟ ଦଳ ଅଧିନାୟକଙ୍କ ମହାନତା:ସେନାକୁ ସମର୍ପିଲେ ମ୍ୟାଚ ଫି

Odisha Lekha September 29, 2025
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?