Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଓଡ଼ଗାଁ ଗୋଡ଼ିପଲ୍ଲୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:୩ ମୃତ

Published September 30, 2025 ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ଗୋଡ଼ିପଲ୍ଲୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କର ମୃତ ହୋଇଛି। ମୃତକଙ୍କ ପରିଚୟ ମିଳିପାରିନଥିବା ଜଣାପଡିଛି। ତେବେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଓଡ଼ଗାଁ- ଭଞ୍ଜନଗର ୨୧ ନଂ ରାଜ୍ୟ ରାଜପଥ ଗୋଡିପଲ୍ଲୀ ପଟ୍ଟନାୟକ ପେଟ୍ରୋଲ ପମ୍ପ ନିକଟରେ। ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଓଡ଼ଗାଁ- ଭଞ୍ଜନଗର ୨୧ନଂ ରାଜ୍ୟ ରାଜପଥ ଗୋଡିପଲ୍ଲୀ ପଟ୍ଟନାୟକ ପେଟ୍ରୋଲ ପମ୍ପ ନିକଟରେ ଏକ ଟିଭିଏସ ରାଇଡ଼ର ବାଇକକୁ ଏକ ବୁଲେଟ ଗାଡ଼ି ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଜଣେ ବ୍ୟକ୍ତିର କରସିଙ୍ଗି ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ଜଣଙ୍କର କେନ୍ଦ୍ରାପଡ଼ା ଓ ଚେମେଡ଼ି ଅଞ୍ଚଳର ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ତେବେ ଓଡ଼ଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଶରୀର ଓ ଦୁର୍ଘଟଣା ଶିକାର ହୋଇଥିବା ବୁଲେଟ ଓ ଟିଭିଏସ ରାଇଡ଼ର ଗାଡ଼ି ଜବତ କରି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha September 30, 2025 September 30, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଦୁର୍ଘଟଣା

ପୋଖରୀରେ ବୁଡ଼ି ନାବାଳିକା ମୃତ:ଗାଁରେ ଶୋକାକୁଳ ପରିସ୍ଥିତି

Odisha Lekha October 3, 2026
ଦୁର୍ଘଟଣା

ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା

Odisha Lekha October 1, 2026
ଜିଲ୍ଲା ଖବରଦୁର୍ଘଟଣା

ସେଲ୍ଫି ହେଲା କାଳ! ସିଧାମୂଳା ବ୍ରିଜରୁ ଖସି ମହାନଦୀରେ ଯୁବକ ନିଖୋଜ

Odisha Lekha September 25, 2026
ଦୁର୍ଘଟଣା

ଦେଓଝର ରାସ୍ତାରେ ବାଇକ ଦୁର୍ଘଟଣା:ଜଣେ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

Odisha Lekha September 9, 2026
ଦୁର୍ଘଟଣା

ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha Lekha September 5, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?