Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଏସଆଇ ପରୀକ୍ଷାରେ ଜାଲିଆତି: କ୍ରାଇମ ବ୍ରାଞ୍ଚ ଚଢ଼ାଉ,୧୨୨ ଜଣଙ୍କୁ ଗିରଫ କଲା ବ୍ରହ୍ମପୁର ପୋଲିସ

Published October 1, 2025 ଅପରାଧ ରାଜ୍ୟ ଖବର
Oplus_16908288
SHARE

ଓଡ଼ିଶା ଲେଖା ଅଫିସ: ଚଳିତ ବର୍ଷର ବଡ଼ ଧମାକା। ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ ଏସ୍‌ଆଇ ପରୀକ୍ଷାରେ କେଳେଙ୍କାରୀ ଘଟଣାରେ ଘାଣ୍ଟୁଛି କ୍ରାଇମବ୍ରାଞ୍ଚ। ଗୋଟିଏ ଦିନରେ କୋର୍ଟ ଚାଲାଣ ହେବେ ୧୨୨ ଜଣ ଅଭିଯୁକ୍ତ। ତଥାପି ଚାଲିଛି ତଦନ୍ତ । ପୋଲିସ ସେମାନଙ୍କୁ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଅଞ୍ଚଳରୁ ବ୍ରହ୍ମପୁର ପୋଲିସ ଗିରଫ କରିଛି। ସୂଚନାନୁସାରେ, ଅକ୍ଟୋବର ମାସ 5 ଓ 6 ତାରିଖରେ ଏସଆଇ ପରୀକ୍ଷା ହେବାକୁ ଥିବାବେଳେ, ପ୍ରଶ୍ନପତ୍ର ଜାଲିଆତି କରିଥିବା ନେଇ ଜଣାପଡିବା ପରେ ରାଜ୍ୟ ସରକାର ପରୀକ୍ଷା ବାତିଲ କରିଥିବା ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲେ । ରାଜ୍ୟ ସରକାରଙ୍କ ତରଫରୁ ତତକ୍ଷଣାତ କ୍ରାଇମ ବ୍ରାଞ୍ଚର ୫ଟି ଟିମ ଓ ବ୍ରହ୍ମପୁର ପୋଲିସର ଗୋଟିଏ ଟିମ ତଦନ୍ତ କରୁଥିବା ଜଣାପଡିଛି। ତେବେ କ୍ରାଇମ ବ୍ରାଞ୍ଚର ପ୍ରାଥମିକ ତଦନ୍ତରେ ୧୧୭ ପରୀକ୍ଷାର୍ଥୀଙ୍କ ସହ ୨ ଦଲାଲଙ୍କୁ ରାତି ସାରା ଜେରା କରିବା ପରେ ୧୧୯ଜଣ ଓ ଡ୍ରାଇଭର ସହ ୧୨୨ ଜଣଙ୍କୁ ଗିରଫ କରିଥିବା ବେଳେ ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି। ଜଣଙ୍କ ପିଛା ୨୫ ଲକ୍ଷ ଟଙ୍କାର ଡିଲ୍ ହୋଇଥିବା ନେଇ ଚର୍ଚ୍ଚା ହେଉଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 1, 2025 October 1, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନେପାଳ ବନ୍ୟାରେ ଭାରତର ବଡ଼ ସହାୟତା:ପ୍ରଥମ ଦେଶ ଭାବେ ୬୮ ଟନ୍‌ ରିଲିଫ ସାମଗ୍ରୀ ପଠାଇଲା ଭାରତ, ବିଶ୍ୱର ବିଭିନ୍ନ ଦେଶ ବି ବଢ଼ାଇଲେ ସହାୟତାର ହାତ
ଦେଶ ବିଦେଶ
ନୟାଗଡ଼ ବିଜେଡ଼ି କାର୍ଯ୍ୟାଳୟରେ ‘Gen Z Inspection’ କାର୍ଯ୍ୟକ୍ରମ
ଜିଲ୍ଲା ଖବର
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ
ରାଜନୀତି ରାଜ୍ୟ ଖବର
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
ରାଜ୍ୟ ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

Odisha Lekha August 30, 2026
ଅପରାଧଜିଲ୍ଲା ଖବର

ନୟାଗଡ଼ରେ ଛାଉଣୀ ପୋଲିସ: ବିଜେପି ନେତାଙ୍କ ଚିରା ହୋଇଛି ପୋଷ୍ଟର:ଜିଲ୍ଲା ପୋଲିସର ପାରିପାର୍ଶ୍ୱିକ ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ

Odisha Lekha August 28, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ଅପରାଧଜିଲ୍ଲା ଖବର

୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ: ଗଞ୍ଜେଇ ଚାଲାଣ ସହ ରହିଛି ନୟାଗଡ଼ ଲିଙ୍କ:୮ ଗିରଫ

Odisha Lekha August 26, 2026
ରାଜ୍ୟ ଖବର

ସଂଖ୍ୟାଲଘୁ ସେଲ: ନିଯୁକ୍ତ ହେଲେ ସାଂଗଠନିକ ସଭାପତି ଓ ସାଧାରଣ ସମ୍ପାଦକ

Odisha Lekha August 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?