Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମାନସିକ ବିକୃତ ମହିଳାକୁ ଉଠାଇନେବା ଘଟଣା: କେନ୍ଦୁଝରରୁ ଅପହରଣକାରୀ ଡ୍ରାଇଭର ଗିରଫ, ଟ୍ରକ ଜବତ

Published October 4, 2025 ଅପରାଧ
SHARE

ଓଡ଼ିଶା ଲେଖା ଅଫିସ: ଅପହରଣ କରିଥିବା ଟ୍ରକ୍‌ ଡ୍ରାଇଭରକୁ ଗିରଫ କରିବା ସହ ଟ୍ରକ୍‌କୁ ଜବତ କରିଛି ପୁଲିସ୍‌ । ପୂର୍ବରୁ ମହିଳାଙ୍କୁ ଅପହରଣ କରିବାବେଳର ଭିଡିଓ ସିସିଟିଭିରେ କଏଦ ହୋଇଥିଲା । ଟ୍ରକ୍‌ ଡ୍ରାଇଭର ଜଣଙ୍କ ଏକୁଟିଆ ଠିଆ ହୋଇଥିବା  ସୁଯୋଗ ନେଇ ମହିଳାଙ୍କୁ ଜୋର ଜବରଦସ୍ତ ଉଠାଇ ନେଉଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଥିଲା । ସୂଚନାନୁସାରେ, ୧୬ ନମ୍ୱର ଜାତୀୟ ରାଜପଥ ଉପରେ ଏକ ଅଟକିଥିଲା  । ଗତ ଶୁକ୍ରବାର ରାତି ଅଧରେ  ବର୍ଷା ଯୋଗୁଁ ଏକ ଦୋକାନ ବାରଣ୍ଡାରେ  ଜଣେ ମାନସିକ ବିକୃତ ମହିଳା ଆଶ୍ରୟ ନେଇଥିଲେ । ନିଛାଟିଆ ଦେଖି ଉକ୍ତ ମହିଳାଙ୍କୁ ଟେକି ନେଇଥିଲା ଟ୍ରକ୍ ଡ୍ରାଇଭର୍ । ଡ୍ରାଇଭର ଉଠେଇ ନବାର ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଥିଲା ।  ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ଏଭଳି ଜଘନ୍ୟ କାଣ୍ଡ ଭଦ୍ରକ ପୋଲିସର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ଏହି ଘଟଣା ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ପୋଲିସର ନିଦ ଭାଙ୍ଗିଛି। ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଚରମ୍ପା ୧୬ ନମ୍ୱର ଜାତୀୟ ରାଜପଥ ପୁଲିସ ରିଜର୍ଭ ଅଫିସ ଚମ୍ପା ଫାଣ୍ଡି ଛକ ନିକଟରେ ଅଟକିଥିଲା ଜାତୀୟ ରାଜପଥରେ ଯାଉଥିବା ଏକ ଟ୍ରକ୍ । ଏକୁଟିଆ ମହିଳାଙ୍କୁ ଦେଖି ଟ୍ରକ୍ ଡ୍ରାଇଭର ଗାଡ଼ି ଅଟକାଇଥିଲା ଏବଂ ଜୋର ଜବରଦସ୍ତ ଅପହରଣ କରି ଟ୍ରକରେ ପଳାଇଥିବା ଦେଖିବାକୁ ମିଳିଥିଲା । ତେବେ ପୋଲିସ ବିଭିନ୍ନ ସ୍ଥାନରେ ତନଖି କରିବା ପରେ କେନ୍ଦୁଝର ଅଞ୍ଚଳରୁ ଡ୍ରାଇଭରକୁ କାବୁ କରିଥିବା ବେଳେ ଟ୍ରକ କୁ ଜବତ କରିଛି । ଡ୍ରାଇଭରର କାବୁ କରିବା ପରେ ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି ଯେ, ଉକ୍ତ ଡ୍ରାଇଭର ଜଣଙ୍କ ମାନସିକ ବେକାର ଗ୍ରସ୍ତ ମହିଳାଙ୍କୁ ଉଠାଇ ନେଇ ଦୁଷ୍କର୍ମ କରି ଫିଙ୍ଗି ଦେଇଥିଲା । ତେବେ ପୋଲିସ ଅପହୃତା ମହିଳାଙ୍କୁ କେନ୍ଦୁଝର ଆନନ୍ଦପୁର ବରପଦାରୁ ଉଦ୍ଧାର କରି ଡାକ୍ତରୀ ମାଇନା ପାଇଁ ପଠାଇଥିଲା ପୋଲିସ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 4, 2025 October 4, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?