Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀରେ ଆଇନ ସେବା ବିପର୍ଯ୍ୟସ୍ତ:ବାଡ଼ ଖାଉଛି ଫସଲ:ଜିଲ୍ଲାପାଳଙ୍କୁ ଫେରାଦ ହେଲେ ଜନପ୍ରତିନିଧି

Published October 7, 2025 ରାଜ୍ୟ ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ଖଣ୍ଡପଡା ନିର୍ବାଚନ ମଣ୍ଡଳୀରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ। ଶାସକ ଦଳର ନେତାଙ୍କ ଚାପରେ ଚେପା ହୋଇଛି ପୋଲିସ। ଅଭିଯୋଗ ହେଉଥିଲେ ମଧ୍ୟ ଥାନାରେ ବଛା ଯାଉଛି ସେ, କେଉଁ ଦଳକୁ ସମର୍ଥନ କରୁଛନ୍ତି, ତାକୁ ଚାହିଁକି ବ୍ୟବହାର, ତାକୁ ଚାହିଁକି ୠଜୁ ହେଉଛି ମାମଲା। ଯଦି ବେଶୀ ଭିଡା ଭିଡ଼ି ଲାଗେ ତେବେ ମାମଲା ୠଜୁ କରି କୋହଳ ଦଫା ଲଗାଇବା ସହ ଗିରଫ କରେ ଏବଂ ଥାନାରୁ ଫଟି ୱାନରେ ଦେଇ ଛାଡ଼ି ଦେଉଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ବିନା କାରଣରେ ଦଳୀୟ ଗୋଷ୍ଠୀ କନ୍ଦଳର ଆଖ୍ୟା ଦେଇ ଖଣ୍ଡପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଫତେଗଡ଼ ଥାନା ଅଞ୍ଚଳର ବହୁ ନିରୀହ ଜନସାଧାରଣ ଏହି ଆକ୍ରୋଶର ଶିକାର ହେଉଛନ୍ତି। ଯାହାକୁ ନେଇ ନିରାଶ ହୋଇ ଜନ ପ୍ରତିନିଧି ଓ ଅଭିଯୋଗକାରି ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିରକୁ ଆସି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀଙ୍କୁ ଅଭିଯୋଗ କରିଛନ୍ତି। ଏନେଇ ନୟାଗଡ଼ ଆରକ୍ଷୀ ଅଧିକ୍ଷକ ବିଚାର କରି ପଦକ୍ଷେପ ନେବେ ବୋଲି ଆଶ୍ୱସନା ଦେଇଥିବା ଜଣାପଡିଛି। ତେବେ ଫତେଗଡ଼ ପୋଲିସ ସେଠାରେ ଜନସାଧାରଣଙ୍କ ପାଇଁ କାମ କରିବାକୁ ନିଯୁକ୍ତ ହୋଇଛନ୍ତି ନା ନେତାଙ୍କ ପାଇଁ ନିଯୁକ୍ତ ହୋଇଛନ୍ତି ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 7, 2025 October 7, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର
ନୟାଗଡ଼ ପୌରାଞ୍ଚଳରେ ଖାଦ୍ୟ ସୁରକ୍ଷା ଯାଞ୍ଚ:୪୫ କିଲୋ ବାସି ଖାଦ୍ୟ ନଷ୍ଟ, ୨୫୦୦ ଟଙ୍କା ଜରିମାନା ଆଦାୟ
ଜିଲ୍ଲା ଖବର
ଆଉ କିଛି ସମୟ ପରେ ଆରମ୍ଭ ହେବ ଛାତ୍ର ସଂସଦ ନିର୍ବାଚନର ମତଦାନ:ଅପରାହ୍ନରେ ପ୍ରକାଶ ପାଇବ ଫଳାଫଳ, ନୟାଗଡ଼ କଲେଜରେ ୨୧୦୦ ଛାତ୍ରଛାତ୍ରୀ ଦେବେ ଭୋଟ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
ଖେଳରାଜ୍ୟ ଖବର

ବିସିସିଆଇ ଚୟନ ସମିତିର ଅନ୍ତରୀଣ ଅଧ୍ୟକ୍ଷ ହେବେ ପ୍ରଜ୍ଞାନ ଓଝା:ପ୍ରିୟ ଓଡ଼ିଆ କ୍ରିକେଟରଙ୍କୁ ଶୁଭେଚ୍ଛାର ସୁଅ

Odisha Lekha October 1, 2026
ରାଜ୍ୟ ଖବର

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା:ନବ ନିର୍ମାଣ କୃଷକ ସଂଗଠନର ଆହ୍ୱାନ:ଆଇନଶୃଙ୍ଖଳା ପାଇଁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ଚିଠି

Odisha Lekha September 29, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?